ଏକାଦଶୀଠାରୁ କାର୍ତ୍ତିକ ବ୍ରତ ଆରମ୍ଭ: ଶ୍ରୀମନ୍ଦିରର ନୀତିକାନ୍ତି ଚୂଡ଼ାନ୍ତ, ଏଥର ୬ଦିନ ପଞ୍ଚକ

ପୁରୀ ଅଫିସ,୨୫।୧୦: ଶ୍ରୀମନ୍ଦିରରେ ଆଶ୍ବିନ ମାସ ଶୁକ୍ଳପକ୍ଷ ଏକାଦଶୀଠାରୁ କାର୍ତ୍ତିକ ବ୍ରତ ଆରମ୍ଭ ହେବ। କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ଚୂଡାନ୍ତ କରାଯାଇଛି। ଶନିବାର ନୀତି ସବ କମିଟି ବୈଠକ ବସି କାର୍ତ୍ତିକ ମାସ ନୀତି ଚୂଡାନ୍ତ କରାଯାଇଛି। ଚଳିତ ବର୍ଷ ପଞ୍ଚକ ୬ଦିନ ପଡୁଥିବାରୁ ନାଗାର୍ଜୁନ ବେଶ ଅନୁଷ୍ଠିତ ହେବ। ଭୋର ୪ଟାରେ ଦ୍ବାରଫିଟା, ପରେ ମଙ୍ଗଳ ଆଳତି, ମଇଲମ, ତଡପଲାଗି, ଅବକାଶ ପରେ ରାଧାଦାମୋଦର ଶେ, ଗୋପାଳବଲ୍ଲଭ, ସକାଳଧୂପ,ବାଳଧୂପ, ଭୋଗମଣ୍ଡପ, ମଧ୍ୟାହ୍ନ ଧୂପ ଅନୁଷ୍ଠିତ ହେବ।
ପରେ ଦ୍ବୀତୀୟ ଭୋଗମଣ୍ଡପ, ଦିବା ପହୁଡ ଏବଂ ସା ଆଳତୀ, ସା ଧୂପ, ବଡସିଂହାରବେଶ ଆଦି ନୀତି କରାଯିବା ପାଇଁ ର୍ନିଘଣ୍ଟ କରାଯାଇଛି। ଏହାସହ ଆଗାମୀ ୨୫ତାରିଖରେ ଲକ୍ଷ୍ମୀନାରାୟଣ ବେଶ, ୨୬ତାରିଖରେ ବାଙ୍କଚୂଡାବେଶ, ୨୭ରେ ନାଗାର୍ଜୁନ ବେଶ, ୨୮ତାରିଖରେ ତ୍ରିବିକ୍ରମବେଶ, ୨୯ରେ ଲକ୍ଷ୍ମୀନୂସିଂହ ବେଶ ଶେଷରେ ୩୦ତାରିଖରେ ରାଜାଧିରାଜ ବେଶ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri