ବରଗଡ଼ ଅଫିସ,୨୫।୧୦: ବରଗଡ଼ ଜିଲାରେ କରୋନା (କୋଭିଡ-୧୯) ସଂକ୍ରମଣ ଥମିବାର ନାଁ ନେଉ ନାହିଁ। ଏଠାରେ ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି। ରବିବାର ଜିଲାରେ ପୁଣି ୫୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୮ଜଣ ମହିଳା ଓ ୩୫ଜଣ ପୁରୁଷ ଅଛନ୍ତି। ନୂଆ ଆକ୍ରାନ୍ତ ମଧ୍ୟରେ ୩ଜଣ ଶିଶୁ ରହିଛନ୍ତି। ପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୩୭୭ରେ ପହଞ୍ଚିଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୭ଜଣକର ମୃତ୍ୟୁ ହୋଇଛି ଏବଂ ୭୮୫୦ ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ଆକ୍ରାନ୍ତମାନେ ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ହୋମ ଆଇସୋଲେଶନରେ ଚିକିତ୍ସାଧିନ ଅଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।
Posted inHome Left, ଆମ ଜିଲା ଖବର, କରୋନା ଭାଇରସ୍ View All

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ
ନୂଆଦିଲ୍ଲୀ,୧୪।୧୨: ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ
ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ
ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍ରେ ଅଟକିଲା ଦକ୍ଷିଣ ଆଫ୍ରିକା
ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍ରେ ୧୧୭ ରନ୍ରେ ଅଲ୍ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର
ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ
ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) : ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ
ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...
Archives




