ପ୍ରାଥମିକ ସ୍କୁଲରେ ଆଖିବୁଜା ଗୁଳିମାଡ଼: ୮ ମୃତ, ୧୨ ଆହତ

ୟାଉଣ୍ଡେ, ୨୫।୧୦: ଆଫ୍ରିକୀୟ ଦେଶ କ୍ୟାମେରୁନ୍‌ରେ କେତେକ ଅଜଣା ବନ୍ଧୁକଧାରୀ ଏକ ପ୍ରାଥମିକ ସ୍କୁଲରେ ପଶି ଆଖିବୁଜା ଗୁଳିମାଡ଼ କରିଛନ୍ତି। ଏଥିରେ ୮ ଜଣ ପିଲାଙ୍କ ମୃତ୍ୟୁ ଘଟିଥିବାବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତିି କରାଯାଇଛି। ଦେଶର ଦକ୍ଷିଣ ପଶ୍ଚିମରେ ଥିବା କୁମ୍ବାଠାରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଅଜଣା ବନ୍ଧୁକଧାରୀମାନେ ଗୁଳିମାଡ଼ ପରେ ମୋଟରସାଇକେଲରେ ଫେରାର ହୋାଇଯାଇଛନ୍ତି। ପୋଲିସ ପକ୍ଷରୁ ଏନେଇ ତନାଘନା ଆରମ୍ଭ ହୋଇଛି। ମୃତ୍ୟୁ ଘଟିଥିବା ପିଲାଙ୍କ ବୟସ ୯ରୁ ୧୨ ବର୍ଷ ମଧ୍ୟରେ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। କ୍ୟାମେରୁନ୍‌ ରାଷ୍ଟ୍ରପତି ମୌସା ଫକି ସହାମତ୍‌ ଟୁଇଟ୍‌ କରି ଘଟଣାର ନିନ୍ଦା କରିଛନ୍ତି। ଛୋଟ ପିଲାଙ୍କ ପ୍ରତି ଏଭଳି ଅମାନବୀୟ ଆଚରଣ ପ୍ରଦର୍ଶନ କରିଥିବା ଅପରାଧୀଙ୍କ ପ୍ରତି କଠୋର ଦଣ୍ଡ ବିଧାନ କରାଯିବ ବୋଲି ସେ କହିଛନ୍ତି। ବନ୍ଧୁକଧାରୀମାନେ ପିଲାଙ୍କ ଉପରେ ଗୁଳିମାଡ଼ କରିବାରୁ କେତେକ ଭୟରେ ଦୁଇ ମହଲାର ଝରକାରୁ ତଳକୁ ଡେଇଁ ପଡ଼ିଥିଲେ ବୋଲି ମନ୍ତ୍ରୀ ଅଲି ଅନୈଗୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିବର୍ଷ ୨୫ କୁମାରୀ ଝିଅଙ୍କୁ ବାଛନ୍ତି କିମ ଜୋଙ୍ଗ ଉନ, ‘ପ୍ଲେଜର ସ୍କ୍ବାଡ’ରେ ସାମିଲ ଥିବା ଜଣେ ଯୁବତୀ କହିଲେ କିଛି ଅକୁହା କଥା

ପୋଙ୍ଗୟାଙ୍ଗ,୩।୫: ସମୟ ସମୟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ବିଷୟରେ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଥାଏ। ଏଥିରେ କୌଣସି ସନ୍ଦେହ ନାହିଁ...

ସ୍କୁଲ, କଲେଜ, ଅଫିସ ବନ୍ଦ, ମୂଷଳ ଧାରାରେ ବର୍ଷାକୁ ଦେଖି ଲୋକଙ୍କୁ ଘରେ ରହିବାକୁ ପାଣିପାଗ ବିଭାଗର ସତର୍କ ସୂଚନା

ଆବୁ ଧାବି,୩।୫: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ବର୍ଷା ପୁଣି ଏକ ବିପର୍ଯ୍ୟୟ ପାଲଟିଛି। ଗୁରୁବାର ପ୍ରବଳ ବର୍ଷା ଓ ଝଡ଼ ତୋଫାନ ଯୋଗୁଁ...

ପୁଣି ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଭାରତ

ନ୍ୟୁୟର୍କ,୩।୫: ମିଳିତ ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ ମୁହଁତୋଡ ଜବାବ କରିଛି। ଭାରତ ପାକିସ୍ତାନକୁ ତୀବ୍ର ସମାଲୋଚନା କରି କହିଛି, ପାକିସ୍ତାନର ଟ୍ରାକ ରେକର୍ଡ...

ୟୁସିଏଲ୍‌ଏ କ୍ୟାମ୍ପସ୍‌ରେ ପୋଲିସ ବର୍ବରତା

ଲସ୍‌ ଏଞ୍ଜେଲସ୍‌,୩ା୫:କାଲିଫର୍ନିଆର ଲସ୍‌ ଏଞ୍ଜେଲସ୍‌ସ୍ଥିତ ବିଶ୍ୱବିଦ୍ୟାଳୟ (ୟୁସିଏଲ୍‌ଏ)ପରିସରରେ ପାଲେଷ୍ଟିନୀୟ ସପକ୍ଷବାଦୀ ଆନ୍ଦୋଳନ ଜାରି ରହିଥିବାବେଳେ ବିଳମ୍ବିତ ରାତିରେ ହେଲମେଟ ପିନ୍ଧିଥିବା ପୋଲିସ କ୍ୟାମ୍ପସ୍‌ରେ ପ୍ରବେଶ କରି...

ଭାରତକୁ ବିପଦରେ ପକାଇବା ପାଇଁ ଷଡଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ,୩ା୫:ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ଅଞ୍ଚଳରେ ସେନା ଅନୁପ୍ରବେଶ କରାଇ ଚାଇନା ଉତ୍ତେଜନାପୂର୍ଣ୍ଣ ସ୍ଥିତି ଜାରି ରଖିଥିବାବେଳେ ସିଆଚେନ୍‌ ନିକଟବର୍ତ୍ତୀ ଶକ୍ସଗାମ୍‌...

କିଏ ହେବେ ଆମେରିକାର ରାଷ୍ଟ୍ରପତି, ଭବିଷ୍ୟକାର କହିଲେ ଏମିତି…

ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଲାନ ଲିକ୍ଟମ୍ୟାନ ପୁଣି ଥରେ ପୂର୍ବାନୁମାନ କରିଛନ୍ତି। ଆଲାନଙ୍କୁ ଆମେରିକାର ନୋଷ୍ଟ୍ରାଡାମସ ମଧ୍ୟ କୁହାଯାଏ। ଯିଏ ଗତ ଅନେକ...

ଭାରତ ବିରୋଧରେ ବିଷ ଓଗାଳିଲେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ,୨।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଚାଇନା, ରୁଷିଆ ଏବଂ ଭାରତ ବିରୁଦ୍ଧରେ ବିବାଦୀୟ ବୟାନ ଦେଇଛନ୍ତି, ଯେଉଁ କାରଣରୁ ସେ ବର୍ତ୍ତମାନ ଟାର୍ଗେଟର ଶିକାର...

ରାହୁଲଙ୍କୁ ପ୍ରଶଂସାରେ ପୋତିଲେ ପାକିସ୍ତାନର ପୂର୍ବତନ ମନ୍ତ୍ରୀ, ଶେୟାର କଲେ ଏଭଳି ଭିଡିଓ

ନୂଆଦିଲ୍ଲୀ,୨।୫: ଦେଶରେ ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ରାଜନୈତିକ ଉଷ୍ମତା ମଧ୍ୟରେ ପାକିସ୍ତାନର ଜଣେ ପୂର୍ବତନ ମନ୍ତ୍ରୀ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ପ୍ରଶଂସା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri