୪୮ କେଜି ଗଞ୍ଜେଇ ଜବତ, ୨ ଗିରଫ

ଦାରିଙ୍ଗବାଡ଼ି,୨୬।୧୦(ଡି.ଏନ.ଏ.): ଦାରିଙ୍ଗବାଡ଼ି ଥାନା କିରିକୁଟି ପଞ୍ଚାୟତ ଆଦିବାସୀ ଗ୍ରାମାଅଞ୍ଚଳରୁ ଗଞ୍ଜେଇ ଚୋରାଚାଲାଣ କରିବା ଅଭିଯୋଗରେ ପୋଲିସ ରବିବାର ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କ.ନୂଆଗାଁ ଥାନା ଗୁଞ୍ଜିବାଡ଼ିର ମିଥୁନ ଦିଗାଳ ଓ ଜଗତସିଂହପୁର ଜିଲା ଆଳିପିଙ୍ଗଳର ଉଲ୍ଲାସ ଚନ୍ଦ୍ର ମଲ୍ଲିକ। ତାଙ୍କଠାରୁ ୪୮ କେ.ଜି. ୨ ଶହ ଗ୍ରାମ୍‌ ଗଞ୍ଜେଇ ଜବତ ହୋଇଛି। ଏ ନେଇ ନଂ. ୧୨୮/୨୦ରେ ମାମଲା ରୁଜୁ କରାଯାଇଛି। ବାଲିଗୁଡ଼ା ସମେତ କ.ନୂଆଗାଁ ଅଞ୍ଚଳରୁ ଅଭିଯୁକ୍ତମାନେ ଗଞ୍ଜେଇ ସଂଗ୍ରହ କରି ଜିଲା ବାହାରକୁ ନେବାକୁ କୌଣସି ଏକ ଗାଡ଼ିକୁ ଅପେକ୍ଷା କରିଥିଲେ। ଖବର ପାଇ ଦାରିଙ୍ଗବାଡ଼ି ପୋଲିସ ସେଠାରେ ଚଢ଼ାଉ କରି ଅଭିଯୁକ୍ତଙ୍କୁ ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାନବାଧିକାର, ଆମର ଦୈନନ୍ଦିନ ଆବଶ୍ୟକତା

ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ମାନବାଧିକାର ଦିବସ ପାଳନ ହେଉଛି । ଚଳିତ ବର୍ଷ ଜାତିସଂଘ ତରଫରୁ ଏହି ଦିବସ ପାଇଁ ସ୍ଲୋଗାନ ରହିଛି ”ମାନବାଧିକାର,...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri