Posted inRasifala

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୨୭ ତାରିଖ – Daily Horoscope

ମେଷ
ଆଜିର ଗୁରୁତ୍ୱପୂର୍ଣ୍ଣ ଆଲୋଚନା କ୍ଷେତ୍ରରେ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି । ଅବଶ୍ୟ ବହୁପୂର୍ବରୁ ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ, କିନ୍ତୁ ଏଥିପାଇଁ ଅର୍ଥଶ୍ରାଦ୍ଧ ଓ ବୁଦ୍ଧି ଖର୍ଚ୍ଚ କରିବାକୁ ପଡିବ । ବନ୍ଧୁମାନଙ୍କ ସଙ୍ଗ ଲାଭରୁ ଧର୍ମକାର୍ଯ୍ୟ ପାଇଁ ପ୍ରେରଣା ମିଳିପାରେ । ବ୍ୟବସାୟରେ ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ ।
ବୃଷ
ବୃଷ

ପାରିବାରିକ ଅସ୍ଥିରତା ସଙ୍ଗକୁ କର୍ମକ୍ଷେତ୍ର ମଧ୍ୟ ସମସ୍ୟା ବହୁଳ ରହିବ । ଘରର କେତେକ ବ୍ୟତିକ୍ରମକୁ ନେଇ ଚିନ୍ତା ପ୍ରକଟ କରିପାରନ୍ତି । ପ୍ରିୟ ଲୋକଟି ସକାଶେ କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ମାଲିକ ସହ ଛୋଟ କଥାରୁ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ ।

ମିଥୁନ
ମିଥୁନ
ନିଜର ଆତ୍ମୀୟସ୍ବଜନଙ୍କ ସହ ଭୁଲ୍ ବୁଝାମଣାରୁ କଳହ ସୃଷ୍ଟିର ସମ୍ଭାବନା ରହିଛି । ରାଜନୀତି,ସଭାସମିତି ଓ ଆନୁଷ୍ଟାନିକ କାର୍ଯ୍ୟ ସକାଶେ ଆଲୋଚନା କରିପାରନ୍ତି । ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭକରିବାକୁ ମନ ବଳାଇବେ ।
କର୍କଟ
କର୍କଟ
ବ୍ୟୟବହୁଳ ଖର୍ଚ୍ଚ ମାନସିକ ସ୍ଥିତିକୁ ପ୍ରଭାବିତ କରିବ । ନିଜର ସ୍ବାର୍ଥସାଧନ ଦିଗରେ ଅନ୍ୟକୁ ନିୟୋଜିତ କରିବା ସକାଶେ ଯୋଜନା କରିବେ । ବାଣିଜ୍ୟ, ଶିଳ୍ପ ଓ ବ୍ୟବସାୟରେ ଦ୍ୱନ୍ଦ୍ୱର ଅବସାନ ଘଟିବ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବେ ।
ସି˚ହ
ସି˚ହ
କୌଣସି କାମ ସକାଶେ ବାରମ୍ବାର ଅସଫଳତା ହେତୁ ନିଜ ଲୋକମାନଙ୍କ ଉପରୁ ଭରସା ତୁଟି ଯାଇପାରେ । କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରୀଙ୍କ ସହମତିରେ କାମ କଲେ ଉପକୃତ ହେବେ । ସଭାସମିତି ଓ ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ । ଅନିୟମିତ ଆହାର ଗ୍ରହଣ ଫଳରେ ଅସୁସ୍ଥତା ଅନୁଭବ କରିବେ ।
କନ୍ୟା
ଆପଣଙ୍କ ସୁଚିନ୍ତିତ ଯୋଜନା ଅନୁଯାୟୀ କାର୍ଯ୍ୟ ହାସଲ କରିବାରେ କୌଣସି ଅସୁବିଧା ରହିବ ନାହିଁ । ଯେଉଁ ଜିନିଷଟିକୁ ପାଇବାକୁ ଆଶା କରିଛନ୍ତି ତାହା ସାମାନ୍ୟ ବିଳମ୍ବରେ ପାଇବେ । ରପ୍ତାନି ବାଣିଜ୍ୟ, ପରିବହନ ଓ ନୂତନ ବ୍ୟବସାୟରେ ଆଶାଜନକ ଫଳ ପାଇବେ ।
ତୁଳା
ତୁଳା
ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣ ଓ ଅକାରଣ ଜିଦ୍ ମନକୁ ବିଭ୍ରାନ୍ତ କରିପାରେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉସତ୍।ହିତ ହେବେ । ହଠାତ୍ ବିରୋଧୀ ପକ୍ଷ ସକ୍ରିୟ ହୋଇ ସ୍ବର ଉତ୍ତୋଳନ କରିପାରନ୍ତି । ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ସରସତା ରହିବ ନାହିଁ ।
ବିଛା
ବିଛା
କୌଣସି ନୂତନ ବନ୍ଧୁତ୍ୱ ସଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ବୃଥା ସନ୍ଦେହ ଜନିତ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ଅନାବଶ୍ୟକ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗଁୁ ମନରେ ସରସତା ରହିବ ନାହିଁ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ରାଜନୀତିରେ ଚେଷ୍ଟା ସଫଳ ହେବେ ।
ଧନୁ
ଧନୁ
ପ୍ରିୟ ବନ୍ଧୁଙ୍କର ସାନ୍ନିଧ୍ୟ ଲାଭ କିମ୍ବା ଦର୍ଶନଜନିତ ଆନନ୍ଦ ଅନୁଭବ କରିବେ । ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟରେ ଟେନସନ୍ କିିଛି ମାତ୍ରାରେ କମିଯିବ । ବ୍ୟବସାୟ କ୍ଷେତ୍ରରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇପାରେ ।
ମକର
ମକର

କୌଣସି କାମ ନ ଅଟକିଲେ ମଧ୍ୟ କାମ ହାସଲର ଦୀର୍ଘତା ମନକୁ ଭାରାକ୍ରାନ୍ତ କରି ରଖିବ । ଏହା ସଙ୍ଗକୁ ସଦାସର୍ବଦା ରୋଗ, ଋଣ ଓ ଶତ୍ରୁତା ଲାଗି ରହିବା କାରଣରୁ ମନ ଭଲ ରହିବ ନାହିଁ । ଭଲ ସମ୍ପର୍କ ନ ଥିବା ବ୍ୟକ୍ତିମାନଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ହେବ ନାହିଁ ।

କୁମ୍ଭ
କୁମ୍ଭ
ପ୍ରତ୍ୟେକ କାମ ବିଳମ୍ବିତ ସମୟରେ ସମ୍ପନ୍ନ ହେଉଥିବାରୁ ଧୈର୍ଯ୍ୟଚ୍ୟୁତି ଘଟିପାରେ । ସାମ୍ବାଦିକତା, ପ୍ରଶାସନ, ପ୍ରକାଶ, ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ଶୁଭଫଳ ପାଇବେ । କୌଣସି ସମସ୍ୟା ଓ ବିବାଦୀୟ ପରିସ୍ଥିତିରେ ମନଭୁଲାଣିଆ କଥା କହି ପରିବେଶକୁ ସ୍ବାଭାବିକ କରିପାରିବେ ।
ମୀନମୀନ

ସମସ୍ୟାରେ ସୁଧାର ଆସିବ ଓ ବିଦେଶଯାତ୍ରା, ମାଲିମକଦ୍ଦମା, ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । କୌଣସି ସୂତ୍ରରୁ ଶୁଣା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri