୩ ଜୁଆ ଆଡ୍ଡାରେ ଚଢ଼ାଉ, ୨୭ ଗିରଫ

ବୁଗୁଡ଼ା, ୨୬ା୧୦(ଡି.ଏନ୍‌.ଏ.)- ବୁଗୁଡ଼ା ପୋଲିସ ରବିବାର ରାତିରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୨୭ ଜଣ ଜୁଆଡିଙ୍କୁ ଗିରଫ କରିଛି। ସୋମବାର ସମସ୍ତ ଅଭିଯୁକ୍ତଙ୍କୁ ଜାମିନରେ ଛଡ଼ାଯାଇଥିବା ସୂଚନା ମିଳିଛି। ଆଇଆଇସି ଚିତ୍ତରଞ୍ଜନ ବେହେରାଙ୍କ ନିର୍ଦ୍ଦେଶରେ ପୋଲିସ ଉକ୍ତ ଥାନା ତାକରଡ଼ା ବଡଦାଣ୍ଡରେ ଚାଲିଥିବା ଜୁଆ ଆଡାରୁ ୫୩୫୫ ଟଙ୍କା ଜବତ କରିବା ସହ ୧୦ ଜଣଙ୍କୁ ଗିରଫ କରିଥିଲା। ସେହିପରି ବୁଗୁଡା ସହର ତଳଓଡ଼ିଆ କୋଠଘର ବାରଣ୍ଡାରୁ ୯ ଜଣ ଜୁଆଡ଼ିଙ୍କୁ ଏବଂ ନିମପଦର ଗ୍ରାମର ପୋଖରୀ ହୁଡ଼ାରେ ଚାଲିଥିବା ଜୁଆଆଡ଼ାରେ ଚଢାଉ କରି ୮ ଜଣଙ୍କୁ ଗିରଫ କରିବା ସହ ୪୨୫୦ ଟଙ୍କା ଜବତ କରିଛି। ଏ ନେଇ ନଂ. ୩୧୧, ୩୧୨, ୩୧୩/୨୦ରେ ୩ଟି ପୃଥକ୍‌ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଜଳସମ୍ପଦ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା, ଆଗାମୀ ଦିନରେ…

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri