Posted inରାଜ୍ୟ

CORONAVIRUS UPDATE: ପୁଣି ୧୨୪୭ ପଜିଟିଭ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୩୯୪୨ରେ ପହଞ୍ଚିଲା

ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୧୨୪୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୩୯୪୨ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୨୯ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୧୮ ଲୋକାଲ କେସ୍‌ ରହିଛି।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲାରୁ ୬୯ଜଣ ରହିଥିବା ବେଳେ ବାଲେଶ୍ୱରରୁ ୨୩, ବରଗଡ଼ରୁ ୩୨, ଭଦ୍ରକରୁ ୭, ବଲାଙ୍ଗୀରରୁ ୬୮, ବୌଦ୍ଧରୁ ୩୭, କଟକରୁ ୧୦୫, ଦେଓଗଡ଼ରୁ ୧୬, ଢେଙ୍କାନାଳରୁ ୪୦, ଗଞ୍ଜାମରୁ ୧୭, ଜଗତସିଂହପୁରରୁ ୫୪, ଯାଜପୁରରୁ ୩୨, ଝାରସୁଗୁଡ଼ାରୁ ୩୫, କଳାହାଣ୍ଡିରୁ ୪୦, କନ୍ଧମାଳରୁ ୧୧, କେନ୍ଦ୍ରାପଡ଼ାରୁ ୪୯, କେନ୍ଦୁଝର ୪୧, ଖୋର୍ଦ୍ଧାରୁ ୨୦୬, କୋରାପୁଟରୁ ୨୬, ମାଲକାନଗିରିରୁ ୧୧, ନବରଙ୍ଗପୁରରୁ ୧୨, ନୟାଗଡ଼ରୁ ୧୪, ନୂଆପଡ଼ାରୁ ୩୮, ପୁରୀରୁ ୨୨, ରାୟଗଡ଼ାରୁ ୪, ସମ୍ବଲପୁରରୁ ୨୪, ସୋନପୁରରୁ ୧୮, ସୁନ୍ଦରଗଡ଼ରୁ ୯୬, ଷ୍ଟେଟ ପୁଲରୁ ୨୯ଜଣ ରହିଛନ୍ତି ।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୮୩୯୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୬୫୧୨ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୨୬୬୧୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri