ଶ୍ରୀମନ୍ଦିର ସମ୍ମୁଖରେ ଦେବୀସଭା: ୧୪୪ ଧାରା ଜାରି

ପୁରୀ ଅଫିସ,୨୭।୧୦: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକାଠି ହୋଇଛନ୍ତି ଗୋଷାଣୀ। ଏହା ଦେବୀସଭା ଭାବେ ପରିଚିତ। ତେବେ କରୋନା ପାଇଁ ଚଳିତବର୍ଷ ପ୍ରଶାସନ ପକ୍ଷରୁ ଅନେକ କଟକଣା ଜାରି କରାଯାଇଛି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଓ ମରିଚିକୋଟ ଛକ ପର୍ଯ୍ୟନ୍ତ ୧୪୪ ଧାରା ଜାରି ହୋଇଛି। ପ୍ରତ୍ୟକ ଗୋଷାଣୀ ପାଇଁ ମାତ୍ର ୭ ଜଣଙ୍କୁ ଅନୁମତି ଦେଇଛି ପ୍ରଶାସନ। ସେମାନଙ୍କୁ ପରିଚୟପତ୍ର ଦିଆଯାଇଛି। ଶ୍ରୀମନ୍ଦିରକୁ ମହାପ୍ରଭୁଙ୍କ ସେବାପୂଜା ପାଇଁ ଯାଉଥିବା କୌଣସି ସେବାୟତଙ୍କୁ ଅଟକାଯାଉ ନାହିଁ। ସେଭଳି ସମସ୍ତ ଜରୁରୀକାଳୀନ ସେବା କିପରି ପ୍ରଭାବିତ ନ ହେବ ତାହା ଉପରେ ଗୁରୁତ୍ୱ ଦିଆଯାଇଛି।
ଶ୍ରୀକ୍ଷେତ୍ରର ପ୍ରମୁଖ ସାତ ସାହି ଓ ଆଖଡା ଦ୍ୱାରା ହେଉଥିବା ୪୦ରୁ ଊଦ୍ଧର୍‌ବ ଗୋଷାଣୀ ସିଂହଦ୍ୱାରକୁ ଭଷାଣ ଶୋଭାଯାତ୍ରାରେ ଆସିବା ସମୟରେ ବାଜା ବାଜିବନି କି ଆଲୋକ ଲାଗିବନି ନାହିଁ ବୋଲି ପୂର୍ବରୁ ଘୋଷଣା କରାଯାଇଛି। ଶ୍ରୀମନ୍ଦିରରେ ଏକାଦଶୀ ଦୀପ ଉଠିବା ପରେ ମଙ୍ଗଳାଘାଟକୁ ଗୋଷାଣୀ ଶୋଭାଯାତ୍ରା ଯାଇ ସେଠାରେ ହୋଇଥିବା କୃତିମ ପୋଖରୀରେ ବିସର୍ଜନ କରାଯିବ। ଜିଲପାଳ ବଲୱନ୍ତ ସିଂଙ୍କ ଅଧ୍ୟକ୍ଷତାରେ ଗତ ୨୩ ତାରିଖରେ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିଲା। ପରମ୍ପରା ରକ୍ଷା ପାଇଁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ସମସ୍ତ ଗୋଷାଣୀ ଏକତ୍ରିକରଣ ସହ ଦେବୀ ସଭା ଅନୁଷ୍ଠିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri