Posted inଖେଳ

ଫିଚର ଫର୍ମୁଲା-୩ ରେସ୍‌ ଜିତିଲେ ଦାରୁବାଲା

ଲି କ୍ୟସ୍‌ଲେଟ୍‌ (ଫ୍ରାନ୍ସ), ୨୨ା୬ (ପି.ଟି.): ଭାରତର ଭବିଷ୍ୟତ ଫର୍ମୁଲା-୧ ଡ୍ରାଇଭର ବୋଲି କୁହାଯାଉଥିବା ଜେହାନ ଦାରୁବାଲା ଏଫ୍‌ଆଇଏ ଫର୍ମୁଲା-୩ ଚାମ୍ପିୟନଶିପ୍‌ରେ ଦ୍ୱିତୀୟ ଥର ଟାଇଟଲ ବିଜୟୀ ହୋଇଛନ୍ତି। ମୁମ୍ବାଇର ଏହି ଡ୍ରାଇଭର ପ୍ରଥମ ଥର ଚାମ୍ପିୟନଶିପ୍‌ରେ ଫିଚର ରେସ୍‌ ଜିତିଛନ୍ତି। ଶନିବାର ସେ ଜେକ୍‌ ହ୍ୟୁଗ୍ସଙ୍କ ପଛକୁ ଗ୍ରୀଡ଼ର ଦ୍ୱିତୀୟ ସ୍ଥାନରୁ ରେସ୍‌ ଆରମ୍ଭ କରିଥିଲେ। ବର୍ତ୍ତମାନ ଫର୍ମୁଲା-୩ ହେଉଛି ଫର୍ମୁଲା-୧ର ଏସ ସପୋର୍ଟ ସିରିଜ। ଫ୍ରେଞ୍ଚ ଗ୍ରାଁପି ରବିବାର ହେବାର କାର୍ଯ୍ୟକ୍ରମ ରହିଛି। ପ୍ରେମା ରେସିଂଙ୍କୁ ପ୍ରତିନିଧିତ୍ୱ କରୁଥିବା ଦାରୁଓ୍ବାଲା ଗତ ମାସରେ ବାର୍ସିଲୋନାରେ ସ୍ପ୍ରିଣ୍ଟ୍‌ ରେସ୍‌ ଜିତିଥିଲେ। ଶନିବାର ରେସ୍‌ରେ ରବର୍ଟ ସ୍କ୍ବାର୍ଜମ୍ୟାନ ଦ୍ୱିତୀୟ ଏବଂ ପେଡ୍ରୋ ପିକ୍ୱେଟ ତୃତୀୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଦିନରୁ ବଢ଼ିବ ଶୀତ: କୁହୁଡ଼ି ପାଇଁ ଏହି ୧୨ ଜିଲାକୁ ସତର୍କତା

ଭୁବନେଶ୍ୱର,୨୩ା୧୨(ବନ୍ଦନା ସେଠୀ): ବଡଦିନରୁ ଆହୁରି ବଢିବ ଶୀତ। ରାଜ୍ୟରେ ଏବେ ଶୀତର ଲହରି ଜାରି ରହିଥିବାବେଳେ ଆସନ୍ତା ୨୫ରୁ ଶୀତ ପ୍ରକୋପ ଅସମ୍ଭାଳ ହେବ। ପଶ୍ଚିମା...

ମଧ୍ୟପ୍ରଦେଶରୁ ଏୟାରଲିଫ୍ଟ ହେଲା ବାଘୁଣୀ

ସେଓନି,୨୩ା୧୨: ମଧ୍ୟପ୍ରଦେଶର ସେଓନିସ୍ଥିତ ପେଞ୍ଚ ରିଜର୍ଭର ଏକ ବାଘୁଣୀ ୨୪ ଦିନ ପରେ ବନ ବିଭାଗ ଅଧିକାରୀଙ୍କ ହାତରେ ଧରାଦେଇଛି। ରବିବାର ଏହାକୁ ବାୟୁସେନାର ଏମ୍‌ଆଇ-୧୭ ହେଲିକପ୍ଟର...

Bangladesh Violence: ବାଂଲାଦେଶ ହିଂସା ଭିତରେ ବଡ଼ ଘୋଷଣା କଲେ ୟୁନୁସ୍, କହିଲେ ନିର୍ବାଚନ…

ନୂଆଦିଲ୍ଲୀ,୨୩।୧୨: ଦୁଇ ଦୁଇଟି ହତ୍ୟା ପରେ ଜଳୁଛି ବାଂଲାଦେଶ । ଏହାରି ଭିତରେ  ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ୍ ଫେବୃଆରୀ ୧୨ ତାରିଖରେ ସାଧାରଣ...

ବାଂଲାଦେଶର ଆଉଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି

ଢାକା,୨୩ା୧୨(ପି.ଟି.): ବାଂଲାଦେଶର ଖ୍ୟାତନାମା ଯୁବନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ହତ୍ୟା ଘଟଣାର ୪ ଦିନ ପରେ ସୋମବାର ଆଉ ଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି କରାଯାଇଛି। ମୋତାଲେବ...

ଆଜି ପାଇଁ ମେଷ ସମେତ ଏହି 3 ରାଶି ଲକି, ମିଳିପାରେ ଖୁସି ଖବର

ନୂଆଦିଲ୍ଲୀ,୨୩/୧୨: ଆଜି ମକର ରାଶିରେ ଚନ୍ଦ୍ର ଗଠନ, ଦାୟିତ୍ୱ ଏବଂ ଦୀର୍ଘକାଳୀନ ଚିନ୍ତାଧାରାକୁ ପ୍ରୋତ୍ସାହିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ ଏବଂ ଶୁକ୍ର ଆତ୍ମବିଶ୍ୱାସ...

୨୪ ନୂଆ ଏନଏସି, ୫ ମ୍ୟୁନିସିପାଲଟି ପାଇଁ ବିଜ୍ଞପ୍ତି ପ୍ରକାଶ: ଗଞ୍ଜାମ ଜିଲାର ଏହି ସବୁ ଅଞ୍ଚଳ…

ଛତ୍ରପୁର, ୨୩।୧୨ (ଦିଲ୍ଲୀପ ସାମଲ): ରାଜ୍ୟର ୨୪ ନୂଆ ଏନଏସି ଓ ୫ ମ୍ୟୁନିସିପାଲଟି ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ରାଜ୍ୟ ସରକାର। ପାଲଲହଡା,...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri