ରାଜଧାନୀରୁ ୧ କୋଟି ଟଙ୍କାର ବ୍ରାଉନ୍‌ସୁଗାର ଜବତ: ଜଣେ ଗିରଫ

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ସକାଳେ ପ୍ରାୟ ୧ କେଜି ୧୭୦ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ ହୋଇଛି। ଏହି କାରବାରରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ଏହି ବ୍ରାଉନସୁଗାର ଜବତ କରିଛି । ଏହାର ମୂଲ୍ୟ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେବ। ଗିରଫ ଅଭିଯୁକ୍ତ ଜଣଙ୍କ ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳର ସେକ୍‌ ହସିମ ବକ୍ସ ବୋଲି ଜଣାପଡ଼ିଛି।
ସେକ୍‌ ହସିମ ବାଲେଶ୍ୱରରୁ ଭୁବନେଶ୍ୱର ବ୍ରାଉନ୍‌ସୁଗାର ଆଣି ବ୍ୟବସାୟ କରୁଥିଲେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୫: ରାଜ୍ୟରେ ଅନେକ ସ୍ଥାନରେ କାଳବୈଶାଖୀ ଯୋଗୁଁ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ ଏବଂ ଦିନ...

ନେଟ୍‌ଓ୍ବର୍କ ନାହିଁ ତ ଭୋଟ୍‌ ନାହିଁ ଲେଖି ଗାଁରେ ପୋଷ୍ଟର ମାରିଲେ ଗ୍ରାମବାସୀ

ଖଲ୍ଲିକୋଟ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ କନକା ଗ୍ରାମରେ ନାହିଁ ମୋବାଇଲ ନେଟ୍‌ଓ୍ବର୍କ। ଆଜିର ସମୟରେ ସାଧାରଣ ଜୀବନରେ ମୋବାଇଲ ଅପରିହାର୍ଯ୍ୟ...

ସୂଚନାଦାତା ସନ୍ଦେହରେ ଯୁବକଙ୍କୁ ମାଓବାଦୀଙ୍କ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁରରେ ମାଓବାଦୀମାନେ ଜଣେ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି। ଗୁରୁତର ଅବସ୍ଥାରେ ଆହତ ବ୍ୟକ୍ତିଙ୍କୁ ସୁରକ୍ଷା କର୍ମୀମାନେ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି।...

ବିଳମ୍ବରେ ଆସିଲେ କଟିବ ଦରମା, କଠୋର ହେଲା BMC

ଭୁବନେଶ୍ୱର,୮ା୫: ଏଣିକି ବିଳମ୍ବରେ ଆସିଲେ କର୍ମଚାରୀ ମାନଙ୍କର ଦରମା କାଟିବ ଭୁବନେଶ୍ୱର ମହାନଗର ନିଗମ(ବିଏମସି)। ବିଳମ୍ବରେ ଅଫିସ୍ ଆସୁଥିବା କର୍ମଚାରୀଙ୍କ ପ୍ରତି କଠୋର ହୋଇଛି ବିଏମସି।...

ଆତ୍ମସମର୍ପଣ କଲେ ୩ ମାଓବାଦୀ

ମାଲକାନଗିରି, ୮ା୫(ଦୁଯେର୍ର୍‌ୟାଧନ ପାତ୍ର):  ଛତିଶଗଡ଼ ଦାନ୍ତେୱାଡା ଜିଲା ପୋଲିସ ନିକଟରେ ୩ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସୂଚନାନୁଯାୟୀ, ହିଂସାର ବାଟ ଛାଡି ସମାଜର ମୁଖ୍ୟ...

୧୫ ମିନିଟ୍‌ ଅନ୍ଧାରରେ ରହିଲା ଶ୍ରୀମନ୍ଦିର

ପୁରୀ,୮ା୫: ଶ୍ରୀମନ୍ଦିର ବୁଧବାର ରାତିରେ ୧୫ ମିନିଟ୍‌ ପର୍ଯ୍ୟନ୍ତ ଅନ୍ଧକାରରେ ରହିଥିଲା। ପାଓ୍ବାର କଟ୍‌ ହେବାରୁ ୧୫ରୁ ୨୦ ମିନିଟ୍‌ ଧରି ଶ୍ରୀମନ୍ଦିର ଅନ୍ଧାର ହୋଇଯାଇଥିଲା।...

ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍: ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼,୮ା୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍। ବୁଧବାର ଦେବଗଡ ଜିଲାର ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ଭାଜପାର...

Featured Video Play Icon

ଦଳ ନା ପ୍ରାର୍ଥୀ? ସମ୍ବଲପୁରରେ କାହା ମୁଣ୍ଡରେ ସୁନାକଳସ ଢ଼ାଳିବେ ଜନତା…

ସମ୍ବଲପୁର,୮।୫: ଦିଲ୍ଲୀରୁ ପଲ୍ଲୀ ଏବେ ସବୁଠି ନିର୍ବାଚନୀ ତାତି। ସମ୍ବଲପୁର କଥା ଦେଖିଲେ ଏଠାରେ ୩ ପ୍ରମୁଖ ଦଳ ନିଜର ପ୍ରାର୍ଥୀଙ୍କୁ ଓହ୍ଲାଇଛନ୍ତି। ନିଜର ପୁରୁଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri