କରୋନା କଟକଣା ମଧ୍ୟରେ ପୂଜା ପାଉଛନ୍ତି ମା’ ଗଜଲକ୍ଷ୍ମୀ

ପୁରୁଷୋତ୍ତମପୁର,୩୧ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ କରୋନା କଟକଣା ମଧ୍ୟରେ ମା’ ଗଜଲକ୍ଷ୍ମୀ ପୂଜା ପାଉଛନ୍ତି। ପ୍ରତିବର୍ଷ ଏଠାରେ ଜାକଜମକରେ ପୂଜା ହେଉଥିବା ବେଳେ ଚଳିତବର୍ଷ ତାହା ଦେଖିବାକୁ ମିଳିନାହିଁ। ଜନଗହଳି ମଧ୍ୟ ନାହିଁ। କରୋନା ମହାମାରୀ ଯୋଗୁ ପୂଜା ଏବର୍ଷ ଫିକା ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...

ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍….

ନୂଆଦିଲ୍ଲୀ, ୨୦।୧୨:  ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା।...

ପାକିସ୍ତାନକୁ କଲେ ଖୁବ ପ୍ରଶଂସା, ଟ୍ରମ୍ପଙ୍କୁ କହିଲେ ଶାନ୍ତି ଦୂତ, ରୁବିଓଙ୍କ ବୟାନକୁ ନେଇ ହେଉଛି ଖୁବ ଚର୍ଚ୍ଚା!

ଓ୍ବାଶିଂଟନ,୨୦।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦକୁ ଉଲ୍ଲେଖ କରି ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉବେଳେ ଅଣ୍ଡାମାଡ଼ କଲା ଯୁବ କଂଗ୍ରେସ

ଭୁବନେଶ୍ୱର,୨୦ା୧୨: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ...

୧୨ ବର୍ଷ ପରେ ବି ମିଳୁନି ସରକାରୀ ସୁବିଧା, ପ୍ରଶାସନିକ ଅବହେଳାର ଶିକାର ବଳିଆ

ଗଞ୍ଜାମ,୨୦ା୧୨(ଅନାଥ ତରାଇ): ସରକାରୀ ଯୋଜନା କାହା ପାଇଁ? ଯୋଗ୍ୟ ହିତାଧିକାରୀଙ୍କୁ ସୁବିଧା ଯୋଗାଇଦେବା କ୍ଷେତ୍ରରେ ପ୍ରଶାସନିକ ବିଫଳତାର ଏକ ନଗ୍ନଚିତ୍ର ଦେଖିବାକୁ ମିଳିଛି ଗଞ୍ଜାମ ବ୍ଲକ...

ବାଂଲାଦେଶ ହିଂସାକୁ ନେଇ ବଡ଼ ଚେତାବନୀ ଦେଲେ ଶଶି ଥରୁର! କହିଲେ ଏହା ଭାରତ ପାଇଁ…

ନୂଆଦିଲ୍ଲୀ,୨୦।୧୨: ବରିଷ୍ଠ କଂଗ୍ରେସ ନେତା ଏବଂ ବୈଦେଶିକ ବ୍ୟାପାର ସଂସଦୀୟ ସ୍ଥାୟୀ କମିଟିର ଅଧ୍ୟକ୍ଷ ଶଶି ଥରୁର ବାଂଲାଦେଶରେ ବଢୁଥିବା ରାଜନୈତିକ ସଙ୍କଟ ସମ୍ପର୍କରେ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri