ମନ୍ଦିର ନିର୍ମାଣ ସରିବା ପରେ ବି ମିଳୁନି ବକେୟା ଅର୍ଥରାଶି, ବିଡ଼ିଓଙ୍କୁ ଦାବିପତ୍ର

ଦିଗପହଣ୍ଡି,୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ବାରିଆକଟା ଗ୍ରାମ ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପୁନଃରୁଦ୍ଧାର ନିମନ୍ତେ ଗତ ୨୦୨୩-୨୪ ଆର୍ଥିକବର୍ଷରେ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ପାଣ୍ଠିରୁ ୪ ଲକ୍ଷ…

‘ଏମିତି ଖେଳିବା ବନ୍ଦ କର..’ ଅଭିଷେକଙ୍କ ଉପରେ ବର୍ଷିଲେ ପୂର୍ବତନ ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୨।୩: ୨୦୨୬ ଟି୨୦ ବିଶ୍ୱକପରେ ଅଭିଷେକ ଶର୍ମାଙ୍କ ବ୍ୟାଟ ଭଲ ପ୍ରଦର୍ଶନ କରିନାହିଁ। ସେ ତାଙ୍କର ପ୍ରଥମ ତିନୋଟି ମ୍ୟାଚରେ ହ୍ୟାଟ୍ରିକ ପାଇଁ ଆଉଟ ହୋଇଥିଲେ। ଟିମ ଇଣ୍ଡିଆ ୧୯୬ ରନର ପିଛା କରୁଥିବା…

ଦୋଳ ବିମାନରେ ପୂଜା ପାଉଛନ୍ତି ରାଧାମାଧବ

କାକଟପୁର/ଅସ୍ତରଙ୍ଗ,୨ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ତାଳଦା ପଞ୍ଚାୟତ ରିଶୋଲ ଅଞ୍ଚଳରେ ଦୋଳ ବିମାନ ଗାଁ ଗାଁ ବୁଲିବା ସହ ଦେବୀନଦୀ ପାର ହୋଇ ନଈଗୁଆଁ, ଖଣ୍ଡାସାହି ଗ୍ରାମ ପରିକ୍ରମା…

କଳାହାଣ୍ଡିରେ ପୁଣି ହାତୀ ଆତଙ୍କ: ନର୍ଲାରେ ବୃଦ୍ଧଙ୍କୁ ଦଳିଦେଲା ହାତୀ, ୨ ମାସରେ ଗଲାଣି ୨ ଜୀବନ

ଭବାନୀପାଟଣା,୨ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ନର୍ଲା ବ୍ଳକ ବାଗପୁର ଗ୍ରାମରୁ ସୋମବାର ପୂର୍ବାହ୍ନରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଏହି ଗ୍ରାମର ଗଣ୍ଠି ମାଝୀ (୬୧) ନାମକ ଜଣେ ବୃଦ୍ଧଙ୍କୁ…

ଶୁଦ୍ଧିକ୍ରିୟାରେ ଯୋଗ ଦେବାକୁ ଅଟୋରେ ଯାଉଥିଲେ ୧୦ରୁ ଅଧିକ ମହିଳା, ବୁଲାଣି ରାସ୍ତାରେ ଘଟିଲା…

ବାଲିଗୁଡ଼ା,୨ା୩(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ କୁଡକେଲକିଆ ନିକଟସ୍ଥ ଗଡ଼ମୁଣ୍ଡା ଘାଟିରେ ସୋମବାର ଅପରାହ୍ନରେ ଭାରସାମ୍ୟ ହରାଇ ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇ ୮ ମହିଳା ଆହତ ହୋଇଛନ୍ତି। ସୂଚନାନୁଯାୟୀ ଦଡ଼କଙ୍ଗିଆ…

ଶୌଚ ପାଇଁ ଯାଇଥିବା ବେଳେ ଅରଖପୁରରେ ଯୁବକଙ୍କୁ ଗୁଳିମାଡ, ଗ୍ରାମବାସୀଙ୍କ ନିକଟରେ ନାହିଁ…

ପୁରୁଷୋତ୍ତମପୁର,୨।୩(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁଳିମାଡ଼ । ସୋମବାର ସକାଳେ ଜଣେ ଯୁବକଙ୍କୁ ଗୁଳିମାଡ଼ କରାଯାଇଛି । ଯୁବକଙ୍କ ଗୋଡ଼ରେ ଗୁଳି ବାଜିଥିବା ବେଳେ ସେ…

ଇରାନ ନିଆଁ

ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ମଧ୍ୟପ୍ରାଚ୍ୟକୁ ଅଶାନ୍ତ କରିଦେଇଛି। ଇରାନର ଏକ ସ୍କୁଲରେ ୮୫ ଛାତ୍ରୀଙ୍କ ସହ ୨୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକେ ଆହତ ହୋଇଛନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଘଟଣା ହେଉଛି ଏହି…

ସେମିଫାଇନାଲ୍‌ରେ ପହଞ୍ଚିବା ପରେ ବଡ଼ ବୟାନ୍‌ ଦେଲେ ସୂର୍ଯ୍ୟକୁମାର: କହୁ କହୁ କହିଦେଲେ…

କୋଲକାତା,୨।୩: ସଞ୍ଜୁ ସାମସନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭାରତ ଚଳିତ ଟି୨୦ କ୍ରିକେଟ ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିଛି। ଇଡେନ ଗାର୍ଡେନ୍ସରେ ରବିବାର ଅନୁଷ୍ଠିତ ସୁପର-୮ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜ୍‌କୁ ୫ ଉଇକେଟରେ ପରାସ୍ତ କରିଛି ଡିଫେଣ୍ଡିଂ ଚାମ୍ପିୟନ ଟିମ୍‌ ଇଣ୍ଡିଆ। ଅଧିନାୟକ…

ଓ୍ବେଷ୍ଟଇଣ୍ଡିଜ୍‌କୁ ହରାଇ ସେମିଫାଇନାଲରେ ପହଞ୍ଚିଲା ଭାରତ

କୋଲକାତା,୧।୩: ସଞ୍ଜୁ ସାମସନ ଏବଂ ତିଲକ ବର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ରବିବାର ଖେଳାଯାଇଥିବା ଚଳିତ ଟି୨୦ ବିଶ୍ୱକପ୍‌ର ଅନ୍ତିମ ସୁପର-୮ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ଏହି ବିଜୟ ସହ…

ବିଶ୍ୱ ଅର୍ଥବ୍ୟବସ୍ଥା ଉପରେ ଯୁଦ୍ଧର କଳାବାଦଲ, ଭାରତ ସହ ଏସବୁ ଏସୀୟ ଦେଶରେ ଗ୍ୟାସ, CNG, ପେଟ୍ରୋଲ-ଡିଜେଲ ଦର ହେବ ଆକାଶଛୁଆଁ!

ନୂଆଦିଲ୍ଲୀ/ତେହେରାନ,୧।୩: ମଧ୍ୟ ପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ବିବାଦ ଏବେ ବିଶ୍ୱ ଅର୍ଥବ୍ୟବସ୍ଥାକୁ ଏକ ବଡ଼ ସଙ୍କଟ ଆଡ଼କୁ ଠେଲି ଦେଇଛି। ରଏଟର୍ସର ରିପୋର୍ଟ ଅନୁଯାୟୀ, କଞ୍ଚା ତେଲ ଏବଂ ଗ୍ୟାସ ବୋଝେଇ ହୋଇଥିବା ପ୍ରାୟ ୧୫୦ଟି…

ଯୁଦ୍ଧ ଭିତରେ ରାତି ୯ଟା ୩୦ରେ ବସିବ CCS ବୈଠକ, ମୋଦିଙ୍କ ଅଧ୍ୟକ୍ଷତାରେ ହେବ…

ନୂଆଦିଲ୍ଲୀ,୧ା୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଆଲର୍ଟରେ ମୋଦି ସରକାର। ଏହି ଅଞ୍ଚଳରେ ଚାଲିଥିବା ସଂଘର୍ଷ ଏବଂ ସାମରିକ କାର୍ଯ୍ୟକଳାପ ବିଶ୍ୱବ୍ୟାପୀ ଚିନ୍ତା ବଢ଼ାଇଛି । ଏହି ସମୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ୟାବିନେଟ୍‌ କମିଟି ଅନ୍‌ ସିକ୍ୟୁରିଟି (CCS)ର ଏକ…

IND VS WI: ଇଡେନ ଗାର୍ଡେନ୍ସରେ ମହାଲଢ଼େଇ, ଟସ୍‌ ଜିତିଲା ଭାରତ, ଏକାଦଶକୁ ନେଇ ବଡ଼ ନିଷ୍ପତ୍ତି

କୋଲକାତା,୧।୩: ଟି-୨୦ ବିଶ୍ୱକପ ୨୦୨୬ର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଆଜି(ରବିବାର) କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସ ମଇଦାନରେ ଖେଳାଯାଉଛି। ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଏହି ମ୍ୟାଚ୍‌ରେ ଅଧିନାୟକ ସୂର୍ଯ୍ୟକୁମାର ଯାଦ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି।…

ହୋର୍ମୁଜରେ ବଢ଼ିଲା ଉତ୍ତେଜନା,ପାକିସ୍ତାନର ୩ ତେଲ ଜାହାଜକୁ ଅଟକାଇଲା ଇରାନ

ତେହେରାନ,୧।୩: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ସାମୁଦ୍ରିକ ସୁରକ୍ଷାକୁ ନେଇ ପରିସ୍ଥିତି ଜଟିଳ ହେବାରେ ଲାଗିଛି। ରିପୋର୍ଟ ଅନୁଯାୟୀ, ରବିବାର ଦିନ ଇରାନ ପକ୍ଷରୁ ପାକିସ୍ତାନ ନେସନାଲ ସିପିଙ୍ଗ କର୍ପୋରେସନ୍‌ର ତିନୋଟି ଜାହାଜକୁ ହୋର୍ମୁଜ ଜଳସନ୍ଧି (Strait of Hormuz)…

ଦିଲ୍ଲୀ ବିମାନବନ୍ଦରରୁ ୧୦୦ ବିମାନ ଉଡ଼ାଣ ବାତିଲ

ନୂଆଦିଲ୍ଲୀ,୧ା୩: ରବିବାର ଇରାନ ଏବଂ ପଶ୍ଚିମ ଏସିଆର କିଛି ଅଂଶ ଉପରେ ଆକାଶ ମାର୍ଗରେ ପ୍ରତିବନ୍ଧକ ଯୋଗୁ ଦିଲ୍ଲୀ ବିମାନବନ୍ଦରରୁ ପ୍ରାୟ ୧୦୦ ବିମାନ ଉଡ଼ାଣ ବାତିଲ କରାଯାଇଛି। ବର୍ତ୍ତମାନ ସୁଦ୍ଧା ୬୦ଟି ପ୍ରସ୍ଥାନ ଏବଂ ୪୦ଟି ଆସିବାକୁ ଥିବା ବିମାନ…

PM ମୋଦିଙ୍କ ଇସ୍ତ୍ରାଏଲ ଗସ୍ତ ଯୋଗୁ ୪୮ ଘଣ୍ଟା ପାଇଁ ଅଟକିଯାଇଥିଲା ଇରାନ ଉପରେ ଆକ୍ରମଣ? ଯୁଦ୍ଧ ଆରମ୍ଭ ହେବା ପରେ ଚର୍ଚ୍ଚା…

ଜେରୁସେଲମ/ନୂଆଦିଲ୍ଲୀ,୧।୩: ଗତ ଶନିବାର ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ମିଳିତ ଭାବେ ଇରାନର ବିଭିନ୍ନ ସ୍ଥାନରେ ହଠାତ ଆକ୍ରମଣ କରିଥିଲେ, ସେତେବେଳେ ସମଗ୍ର ବିଶ୍ୱରେ ଉତ୍ତେଜନା ଖେଳିଯାଇଥିଲା। ଏହି ଆକ୍ରମଣ ପଛରେ ଦୀର୍ଘ ଦିନର ପ୍ରସ୍ତୁତି ଥିବା ସ୍ପଷ୍ଟ ଜଣାପଡୁଥିବା ବେଳେ…

ଚମକିଲା ବିଶ୍ୱ; ଯୁଦ୍ଧ ଭିତରେ ଟ୍ରମ୍ପ କଲେ ବଡ଼ ଘୋଷଣା

ଓ଼୍ବାଶିଂଟନ୍‌,୧।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନକୁ ଧମକ ଦେଇଛନ୍ତି। ସର୍ୱୋଚ୍ଚ ନେତା ଅଲି ଖାମେନେଇଙ୍କ ମୃତ୍ୟୁ ପରେ, ଇରାନ ଏକ ବଡ଼ ଆକ୍ରମଣ ଧମକ ଦେଇଛି, ଯାହା ଆମେରିକାକୁ ପ୍ରତିଶୋଧ ନେବାକୁ ବାଧ୍ୟ କରିଛି। ରାଷ୍ଟ୍ରପତି ଟ୍ରମ୍ପ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri