ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଏବଂ ତାଙ୍କ ସ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ରାଜ୍ୟପାଳ ନିଜେ ସୋମବାର ଟୁଇଟ୍ କରି ସୂଚନା ଦେଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋଭିଡ୍ ଟେଷ୍ଟ୍ କରାଇ ନେବାକୁ ମଧ୍ୟ ରାଜ୍ୟପାଳ ଅନୁରୋଧ କରିଛନ୍ତି।
ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଏବଂ ତାଙ୍କ ସ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ରାଜ୍ୟପାଳ ନିଜେ ସୋମବାର ଟୁଇଟ୍ କରି ସୂଚନା ଦେଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋଭିଡ୍ ଟେଷ୍ଟ୍ କରାଇ ନେବାକୁ ମଧ୍ୟ ରାଜ୍ୟପାଳ ଅନୁରୋଧ କରିଛନ୍ତି।
ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...
ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...
ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍କୁ...
ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...
ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...
ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...
ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...
କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଘୋଷଣା...
