କଟକ ଅଫିସ,୨।୧୧-କଟକ ସହରରୁ ଆଜି ମୋଟ୍ ୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୩୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୨ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମ୍ସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
କଟକ ଅଫିସ,୨।୧୧-କଟକ ସହରରୁ ଆଜି ମୋଟ୍ ୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୩୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୨ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମ୍ସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...
ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...
ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...
ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ। ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...
ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...
ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...
ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...
ଆନନ୍ଦପୁର,୧୮।୧୨(ସୁଶାନ୍ତ କୁମାର ସାହୁ):ଜାତୀୟ ରାଜପଥ ୨୦ କୋଳିମାଟି ଛକ ନିକଟରେ ସିରିଜ ଦୁର୍ଘଟଣା। ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିବା ତୀର୍ଥ ଯାତ୍ରୀ ବସକୁ ଧକ୍କା...
