କରୋନା ମହାମାରୀର ଫାଇଦା ନେଉଛି ପାକିସ୍ତାନ: ଆତଙ୍କବାଦୀ ଅନୁପ୍ରବେଶ ପାଇଁ ରଚିଛି ଷଡ଼ଯନ୍ତ୍ର

ଜେନେଭା/ନୂଆଦିଲ୍ଲୀ,୩।୧୧: କରୋନା ମହାମାରୀର ଫାଇଦା ନେଇ ପାକିସ୍ତାନ ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ଷଡ଼ଯନ୍ତ୍ର ରଚିଛି। ଜାତିସଂଘରେ ଭାରତ ପକ୍ଷରୁ ପାକିସ୍ତାନ ବିରୋଧରେ ଏଭଳି ଅଭିଯୋଗ ଅଣାଯାଇଛି। ଜାତିସଂଘରେ ଭାରତର ସ୍ଥାୟୀ ମିଶନର ସଚିବ ଆଶିଷ ଶର୍ମା ଏହା କହିଛନ୍ତି। ଭାରତର ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ବିଭାଜନର ବିଷ ପାକିସ୍ତାନ ବୁଣୁଥିବା ସେ ଅଭିଯୋଗ କରିଛନ୍ତି। ବର୍ଣ୍ଣବୈଷମ୍ୟ, ସାଂସ୍କୃତିକ ଅସହିଷ୍ଣୁତା ସମ୍ପର୍କିତ ଏକ ଆଲୋଚନା ଚକ୍ରରେ ଯୋଗଦେଇ ସେ ଏଭଳି କହିଛନ୍ତି। କରୋନା ଯୋଗୁ ବିଶ୍ୱରେ ସଙ୍କଟ ସୃଷ୍ଟି ହେବା ସହିତ କାରବାର ଥମି ଯାଇଛି। ମାତ୍ର ପାକିସ୍ତାନ ଏହାର ସୁଯୋଗ ନେଇ ଆତଙ୍କବାଦୀ କାର୍ଯ୍ୟକଳାପକୁ ପ୍ରୋତ୍ସାହିତ କରୁଛି। ଭାରତରେ ଅଶାନ୍ତି ସୃଷ୍ଟି ପାଇଁ ପାକିସ୍ତାନ ଉଦ୍ୟମ କରୁଥିଲେ ମଧ୍ୟ ତାହା ବିଫଳ ହେବାରେ ଲାଗିଛି। ଭାରତର ଭିନ୍ନତାରେ ଏକତା ପରମ୍ପରା ଆଗରେ ପାକିସ୍ତାନର ସବୁ ଷଡ଼ଯନ୍ତ୍ର ଅସଫଳ ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିବର୍ଷ ଭାରତ ଛାଡୁଛନ୍ତି ୨ ଲକ୍ଷ ଲୋକ, ଖୋଲାଖୋଲି କାରଣ କହିଲେ କେନ୍ଦ୍ର ସରକାର, ଏହି…

ନୂଆଦିଲ୍ଲୀ,୧୮ା୧୨: ପ୍ରତିବର୍ଷ ଲକ୍ଷାଧିକ ଲୋକ ଭାରତ ଛାଡୁଛନ୍ତି। ବୈଦେଶିକ ମନ୍ତ୍ରଣାଳୟ ସଂସଦକୁ ସୂଚନା ଦେଇଛି ଯେ, ଗତ ପାଞ୍ଚ ବର୍ଷ ମଧ୍ୟରେ ୯୦୦୦୦୦ରୁ ଅଧିକ ଭାରତୀୟ...

ଏହି ଦେଶରେ ବଢ଼ିବ ମୁସଲମାନଙ୍କ ସଂଖ୍ୟା, ୨୦୩୦ ସୁଦ୍ଧା ହେବ ବଡ଼ ପରିବର୍ତ୍ତନ

ମସ୍କୋ,୧୮ା୧୨: ୨୦୩୦ ସୁଦ୍ଧା ଏକ ଦେଶରେ ମୁସଲମାନଙ୍କ ସଂଖ୍ୟା ଅହେତୁକ ବୃଦ୍ଧି ପାଇବ ବୋଲି ଏକ ରିପୋର୍ଟରେ ପ୍ରକାଶ ପାଇଛି। ଏମିତି ଏକ ଦେଶ ହେଉଛି...

‘ମୁଁ ଇସ୍ତଫା ଦେଇଦେବି’, କାହିଁକି ଏମିତି ଘୋଷଣା କଲେ FBI ଡେପୁଟି ଡାଇରେକ୍ଟର? ଟ୍ରମ୍ପଙ୍କୁ ଲେଖିଲେ ଏମିତି ପତ୍ର

ଓ୍ବାଶିଂଟନ,୧୮।୧୨: ଏଫବିଆଇର ଡେପୁଟି ଡାଇରେକ୍ଟର ଡାନ ବୋଙ୍ଗିନୋ ବୁଧବାର ଘୋଷଣା କରିଛନ୍ତି ଯେ ସେ ଚାକିରି ଆରମ୍ଭ କରିବାର ୧୦ ମାସରୁ କମ ସମୟ ପରେ...

ୟୁନୁସ ସରକାରଙ୍କୁ ପାନେ ଦେବ ଭାରତ: ନେଲା ବଡ଼ ନିଷ୍ପତ୍ତି

ଓ୍ବାଶିଂଟନ୍‌,୧୮।୧୨: ଡିସେମ୍ବର ୧୭ରେ ବାଂଲାଦେଶରେ ଭାରତୀୟ ହାଇକମିଶନ ସମ୍ମୁଖରେ ଯାହା ଘଟିଥିଲା ତାହା କୌଣସି ଦୁର୍ଘଟଣା ନୁହେଁ। ଏହା ଏକ ସୁଚିନ୍ତିତ ରଣନୀତିର ଅଂଶ ଭାବରେ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

ଆମେରିକାର ସବୁଠାରୁ ବଡ଼ ନ୍ୟୁଜ ନେଟୱାର୍କ, CNN ର ଭବିଷ୍ୟତ କ’ଣ ହେବ? ଟ୍ରମ୍ପଙ୍କ ଚାପ ପରେ ଉଠିଲାଣି ପ୍ରଶ୍ନ

ଓ୍ବାଶିଂଟନ,୧୮।୧୨: CNN ଏକ ଅନିଶ୍ଚିତ ଭବିଷ୍ୟତର ସମ୍ମୁଖୀନ ହେଉଛି, ଏହାର ମୂଳ କମ୍ପାନୀ, ୱାର୍ନର ବ୍ରଦର୍ସ ଡିସ୍କଭରୀ (WBD), ଏକ ସମ୍ଭାବ୍ୟ ଅଧିଗ୍ରହଣର ସମ୍ମୁଖୀନ ହେଉଛି।...

ଥାନାରେ ପଶିଲା ଭିଜିଲାନ୍ସ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ…

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା...

ଭାରତୀୟ ରେଲଓ୍ବେର ନୂଆ ରେକର୍ଡ, ଯାହା ବ୍ରିଟେନ-ଋଷ କରିପାରିନଥିଲେ…

ନୂଆଦିଲ୍ଲୀ,୧୮।୧୨: ଦେଶର ଜୀବନରେଖା ଭାବେ ବିବେଚିତ ଭାରତୀୟ ରେଳବାଇ ଏକ ମାଇଲଖୁଣ୍ଟ ହାସଲ କରିଛି । ଯାହା ବିଶ୍ୱର ପ୍ରମୁଖ ରେଳ ଶକ୍ତିଗୁଡ଼ିକୁ ମଧ୍ୟ ପଛରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri