ଚାକର ଅଛନ୍ତି, କିନ୍ତୁ ମୁକେଶ ଅମ୍ବାନୀଙ୍କ ପିଲାମାନେ ଘରେ କରିଥାନ୍ତି ଏହି କାମ

ଦେଶରୁ ସବୁଠାରୁ ଧନୀ ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାରମ୍ୟାନ୍‌ ମୁକେଶ ଅମ୍ବାନୀ, ସ୍ତ୍ରୀ ନୀତା ଅମ୍ବାନୀ ସେମାନଙ୍କ ଜୀବନଶୈଳୀକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ମୁକେଶ ଘରର ସମସ୍ତ ଚାକର ୨ ଲକ୍ଷରୁ ଅଧିକ ଟଙ୍କା ଦରମା ରୂପେ ନେଇଥାନ୍ତି। ହେଲେ ସେମାନଙ୍କ ପିଲାମାନେ ନିଜ ରୁମ୍‌ ନିଜେ ସଫା କରିଥିଲେ। ଏକ ସାକ୍ଷାତକାରରେ ନୀତା ଏହା କହିଥିଲେ। ସେମାନେ ଏପରି କାହିଁକି କରନ୍ତି ତାହା ମଧ୍ୟ ନୀତା କହିଥିଲେ।
ନିଜ ପିଳାମାନଙ୍କୁ କିପରି ପାଳିଛନ୍ତି ବୋଲି ଏକ ସାକ୍ଷାତକାରେରେ ନୀତାଙ୍କୁ ପ୍ରଶ୍ନ କରାଯାଇଥିଲା। ଉତ୍ତରରେ ସେ କହିଥିଲେ, ମୁଁ ଏବଂ ମୁକେଶ ମଧ୍ୟବୀତ ପରିବାରରୁ ଆସିଛୁ। ମଧ୍ୟବୀତ ପରିବାରର ପିଲାମାନଙ୍କୁ ଅନେକ ଜିନିଷ ବିନା ବଞ୍ଚିବା ଶିଖୁବାକୁ ହୋଇଥାଏ। ଆହୁରି ମଧ୍ୟ ସେ କହିଥିଲେ, ତାଙ୍କ ପିଲାମାନେ ଆକାଶ, ଈଶା ଏବଂ ଅନନ୍ତ ଅଧିକାଂଶ ସମୟ ସେମାନଙ୍କ ଜେଜେ ବାବା ଏବଂ ଅଜାଙ୍କ ସହ ବିତାଇଥାନ୍ତି। ସେଠାରୁ ସେମାନଙ୍କୁ ଡାଉଟ୍‌ ଟୁ ଆର୍ଥ ଶିକ୍ଷାଲାଭ କରିପାରିଛନ୍ତି।
ନୀତାଙ୍କ ବାପା ସେଣ୍ଟାକ୍ରୁଜ୍‌ରେ ରହୁଥିଲେ। ତେଣୁ ସେ ପିଲାମାନଙ୍କୁ ଟ୍ରେନ୍‌ରେ ନେଇ ବାପାଙ୍କ ପାଖକୁ ଯାଉଥିଲେ। ସବୁ ଜିନିଷର ଗୁରୁତ୍ୱ ବିଷୟରେ ବୁଝିବା ଆବଶ୍ୟକ। ଘରେ ଅନେକ ଚାକରବାକର ଥିଲେ ମଧ୍ୟ ସେମାନଙ୍କ ପିଲାମାନେ ନିଜ ନିଜ ରୁମ୍‌ ନିଜେ ସଫା କରିଥାନ୍ତି ବୋଲି ନୀତା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri