କିନ୍ନର ସରାହ ମକବ୍ରାଇଡ୍‌ ହେବେ ଆମେରିକାର ପ୍ରଥମ ସିନେଟ୍‌ ସଦସ୍ୟା

ଓ୍ବାଶିଂଟନ,୪।୧୧: ଆମେ ରାଷ୍ଟ୍ରପତି ନିର୍ବାଚନରେ ପ୍ରଥମ ଥର ପାଇଁ ଜଣେ ଜଣେ କିନ୍ନର ସିନେଟ୍‌ ସଦସ୍ୟା ହେବାକୁ ଯାଉଛନ୍ତି। ସେ ହେଉଛନ୍ତି ଡେମୋକ୍ରାଟିକ୍‌ ପାର୍ଟି ପ୍ରାର୍ଥୀ ସରାହ ମକବ୍ରାଇଡ୍‌। ମକବ୍ରାଇଡ୍‌ ଡେଲାଓ୍ବେୟରରୁ ବିଜୟୀ ହୋଇଛନ୍ତି। ସେ ରିପବ୍ଲିକାନ ପାର୍ଟିର ପ୍ରାର୍ଥୀ ଷ୍ଟିଭ୍‌ ଓ୍ବାଶିଂଟନଙ୍କୁ ପରାଜିତ କରିଛନ୍ତି। ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ସମୟରେ ମକବ୍ରାଇଡ୍‌ ହ୍ବାଇଟ୍‌ ହାଉସରେ କାର୍ଯ୍ୟ କରୁଥିଲେ। ୨୦୧୬ରେ ସେ ଦଳର ଜାତୀୟସ୍ତରୀୟ ବୈଠକରେ ଭାଷଣ ମଧ୍ୟ ଦେଇଥିଲେ। ଦୀର୍ଘ ବର୍ଷ ଧରି ରାଜ୍ୟ ସିନେଟର ଭାବେ କାର୍ଯ୍ୟ କରୁଥିବା ହ୍ୟାରିସ୍‌ ମକଡୋଭେଲ୍‌ ଅବସର ନେବା ପରେ ଡେଲାଓ୍ବେୟର ଆସନ ଖାଲି ପଡ଼ିଥିଲା। ମକବ୍ରାଇଡ୍‌ ଏହି ଅସନରୁ ଏବେ ବିଜୟୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri