ଆଗରେ ଚାଲିଛି ଶଙ୍ଖ: ତିର୍ତ୍ତୋଲରେ ୨୯,୯୮୭; ବାଲେଶ୍ୱରରେ ୮୬୬୧ ଭୋଟରେ ଆଗୁଆ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ପାଇଁ ଗଣତି ଜାରି ରହିଛି। ଉଭୟ ଆସନରେ ଭାଜପାକୁ ପଛରେ ପକାଇଛି ବିଜେଡି। ତିର୍ତ୍ତୋଲ ବିଧାନସଭାରେ ୨୦ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୨୯,୯୮୭ ଭୋଟରେ ଆଗୁଆ ରହିଛି। ସେହିଭଳି ବାଲେଶ୍ୱର ବିଧାନସଭାରେ ୨୨ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିି ୮୬୬୧ ଭୋଟରେ ଆଗୁଆ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri