Posted inଫୁରସତ

ପ୍ରେମିକଙ୍କୁ ବିବାହ କରିବା ଜିଦ୍‌ରେ ହୋଡିଂ ଉପରେ ଚଢ଼ିଗଲେ ନାବାଳିକା: ଆଉ ତା’ ପରେ…

ଇନ୍ଦୋର: ପ୍ରଥମେ ଜଣଙ୍କୁ ହୃଦୟ ଦେଇ ବସିଲେ। ନାବାଳିକା ସତ୍ତ୍ୱେ ବିବାହ କରିବାକୁ ଜିଦ୍‌ ଧରିଲେ। ହେଲେ ତାଙ୍କ ମା’ ଏହାକୁ ଗ୍ରହଣ କରି ନ ଥିଲେ। ପରେ ଯାହା ହେଲା ଆପଣ ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ଘଟଣାଟି ଇନ୍ଦୋରର ପରଦେଶିପୁରା ଅଞ୍ଚଳର। ଏଠାକାର ଜଣେ ନାବାଳିକା ନିଜ ମା’ଙ୍କ ଇଚ୍ଛା ବିରୋଧରେ ବିବାହ କରିବାକୁ ଯାଇ ନିଜ ଜୀବନକୁ ବିପଦରେ ପକାଇଦେଇଥିଲେ। ସେ ରାସ୍ତା କଡ଼ରେ ଲାଗିଥିବା ହୋର୍ଡିଂ ଉପରେ ଯାଇ ବସିଥିଲେ। ଏହା ଦେଖି ନିକଟସ୍ଥ ଲୋକେ ସେଠାରେ ଏକତ୍ରିତ ହୋଇଥିଲେ। ପରେ ଏନେଇ ସୂଚନା ପାଇ ପୋଲିସ ମଧ୍ୟ ସେଠାରେ ପହଞ୍ଚିଥିଲା। ଏପରିକି ପୋଲିସ ଉକ୍ତ ଯୁବକ ସହ ସମ୍ପର୍କ କରିଥିବା ପରଦେଶିପୁରାର ଏସ୍‌ଆଇ ଅଶୋକ ପାଟିଦାର କହିଛନ୍ତି। କାରଣ ଯୁବକଜଣଙ୍କ ସେଠାରେ ପହଞ୍ଚି ନାବାଳିକାଜଣଙ୍କୁ ଓହ୍ଲାଇବାକୁ ବାରମ୍ବାର ଅନୁରୋଧ କରିଥିଲେ। ଶେଷରେ ଯୁବତୀ ହୋଡିଂ ଉପରୁ ଓହ୍ଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri