ଭୁବନେଶ୍ୱର, ୧୧ା୧୧(ବ୍ୟୁରୋ): ପେନ୍ସନ୍ ଉପଭୋକ୍ତାଙ୍କ ଜୀବନ ପ୍ରମାଣ ତଥା ଡିଜିଟାଲ ଲାଇଫ୍ ସାର୍ଟିଫିକେଟ୍ (ଡିଏଲ୍ସି)କୁ ଏଣିକି ଇଣ୍ଡିଆ ପୋଷ୍ଟ ପେମେଣ୍ଟ ବ୍ୟାଙ୍କ୍ ଘରେ ଘରେ ପହଞ୍ଚାଇବ। ପେନ୍ସନ୍ ପ୍ରଦାନକାରୀ କର୍ତ୍ତୃପକ୍ଷ ଡିଏଲ୍ସି ଗ୍ରହଣ ପାଇଁ ସମ୍ମତି ପ୍ରଦାନ କଲେ ପୋଷ୍ଟମ୍ୟାନ୍ ଓ ଗ୍ରାମୀଣ ଡାକ ସେବକମାନେ ପେନ୍ସନଧାରୀଙ୍କ ଘରେ ପହଞ୍ଚତ୍ ଡିଏଲ୍ସି ଦେବେ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଡାକ ବିଭାଗ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପେନ୍ସନ୍ଧାରୀ, ରେଲଓ୍ବେ, ଇପିଏଫଓ ଏବଂ ଇଏସ୍ଆଇସି ପେନ୍ସନଧାରୀମାନେ କାର୍ଯ୍ୟାଳୟ ନ ଯାଇ ଏହି ସୁବିଧା ପାଇପାରିବେ।
ଛତୁଆ ବିଲ୍ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ
ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...
ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍, ଆଉ ତା’ ପରେ…
ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...
ପୁରୁଷୋତ୍ତମପୁର ସବ୍-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର
ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...
ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ କରିବାରୁ ଚିହିଁକି ଉଠିଲେ ନେତା: କହିଲେ କେହି ବଙ୍କା କରିପାରିବେ…
ଭୁବନେଶ୍ୱର,୧୯।୧୨: ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ ପଚାରିବାରୁ ଚିହିଁକି ଉଠିଲେ ରାଜେନ୍ଦ୍ର। ସାମ୍ବାଦିକଙ୍କ ପ୍ରଶ୍ନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଚିହିଁକି ଉଠିଛନ୍ତି। ଖରାପ...
୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…
କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...
ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…
ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍ର ପ୍ରୋବେସନ ଆଇଏଏସ୍ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...
ଆର୍ଟିଓ ଅଫିସ ନିକଟରେ ବ୍ରେକ୍ ଫେଲ୍ ହେଲା ମିନି ଟ୍ରକ୍, ୨ କାର୍ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍ ନଷ୍ଟ
କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍ ବ୍ରେକ୍ ଫେଲ ହୋଇ ଘଟିଛି ସିରିଜ୍ ଦୁର୍ଘଟଣା। ୨ କାର୍ ସହ ୧୦...
ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…
ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...
Archives


