Posted inଖେଳ

ବିଜୟ ପରେ ସମସ୍ତଙ୍କଠାରୁ ଦୂରରେ ଛିଡ଼ା ହୋଇଥିଲେ ଅଧିନାୟକ ରୋହିତ ଶର୍ମା: ଜାଣନ୍ତୁ କାହିଁକି…

ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ର ୧୩ତମ ସଂସ୍କରଣରେ ବାଜି ମାରିଛି ମୁମ୍ବାଇ ଇଣ୍ଡିଆନ୍ସ। ଉଭୟ ବୋଲିଂ ଓ ବ୍ୟାଟିଂରେ ଚମତ୍କାରିତା ଦେଖାଇ ଏହି ଦଳ ମଙ୍ଗଳବାର ଅନୁଷ୍ଠିତ ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୫ ଓ୍ବିକେଟରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ୨୦୧୩, ୨୦୧୫, ୨୦୧୭, ୨୦୧୯ରେ ଚାମ୍ପିୟନ୍‌ ଏବଂ ୨୦୧୦ରେ ରନର୍ସଅପ୍‌ ହୋଇଥିଲା। ମୁମ୍ବାଇ ଇଣ୍ଡିଆନ୍ସ ବିଜୟର ଅବଦାନ ସମସ୍ତ ଖେଳାଳିକୁ ଯାଉଛି। କିନ୍ତୁ ଅଧିନାୟକ ରୋହିତ ଶର୍ମାଙ୍କ କ୍ରମାଗତ ଭାବରେ ଭଲପ୍ରଦର୍ଶନ ଏବଂ ଉନ୍ନତ ଦଳ ପରିଚାଳନା ଯୋଗୁ ଏହି ସଫଳତା ମିଳିପାରିଛି। ଖାଲି ସେତିକି ନୁହେଁ, ସିରିଜ୍‌ ଜିତିବା ପରେ ମଧ୍ୟ ରୋହିତ ନିଜର ମହାନତା ଦେଖାଇଥିଲେ। ନିଜେ ଏକ କୋଣରେ ଛିଡାହୋଇ ୟଙ୍ଗ୍‌ ପ୍ଲେୟରମାନଙ୍କୁ ଆଗକୁ ଯିବାକୁ ସୁଯୋଗ ଦେଇଥିଲେ। ପ୍ରାୟତଃ ଦେଖାଯାଏ, କୌଣସି ଟିମ୍‌ ଜିତିବା ପରେ ଅଧିନାୟକ ସବୁବେଳେ ଟିମ୍‌ ମଝିରେ ଟ୍ରଫି ସହ ଛିଡା ହୋଇଥାନ୍ତି। କିନ୍ତୁ ରୋହିତ ଏପରି କରି ନ ଥିଲେ। ଅଧିନାୟକଙ୍କର ଏପରି ନିଷ୍ପତ୍ତି ସମସ୍ତଙ୍କର ହୃଦୟ ଜିତିପାରିଛି। ରୋହିତ ଏହି ସଫଳତାର ଶ୍ରେୟ ସମସ୍ତଙ୍କୁ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri