ଚୋରାରେ ଚାଲିଥିଲା ବାଣ ବ୍ୟବସାୟ: ୨ ଦୋକାନ ସିଲ୍‌

ଖୋର୍ଦ୍ଧା ଅଫିସ,୧୧।୧୧: କରୋନା ଲାଗି ସରକାର ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବାଣ ବିକ୍ରି ଏବଂ ଫୁଟାଇବା ଉପରେ କଟକଣା ଜାରି କରିଛନ୍ତି। ଅନ୍ୟପଟେ ଖୋର୍ଦ୍ଧା ଜିଲା ଜଟଣୀ ନିକଟ ନଥିପୁର ଓ ଜଗନ୍ନାଥପାଟଣାରେ ଚୋରାରେ ବାଣ ବ୍ୟବସାୟ ଚାଲିଥିବା ନେଇ ଅଭିଯୋଗ ହୋଇଥିଲା। କୌଣସି ସୂତ୍ରରୁ ଖବରପାଇ କମିଶନରେଟ ପୋଲିସ ଏସ୍‌ପି ପିକେ ରଥଙ୍କ ନେତୃତ୍ୱରେ ଏକ ଟିମ ଜଟଣୀ ନିକଟ ନଥିପୁର ଓ ଜଗନ୍ନାଥପାଟଣାରେ ଚଢ଼ାଉ କରିଥିଲେ। ଏଥିରେ ବିପୁଳ ପରିମାଣର ବାଣ ଜବତ କରିବା ସହ ୨ ବାଣ ଦୋନ ଦୋକାନ ସିଲ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବରଙ୍ଗପୁରରେ ମାରାଥନ ପ୍ରଚାର: ସଭାରେ ଲୋକଙ୍କୁ ପ୍ରଶ୍ନ ପଚାରିଲେ ପାଣ୍ଡିଆନ

ନବରଙ୍ଗପୁର,୪।୫: ଜୟପୁର ପରେ ନବରଙ୍ଗପୁରରେ ଜୋରଦାର ପ୍ରଚାର କରିଛନ୍ତି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ । ଏଠାରେ ଆୟୋଜିତ ବିଶାଳ ଜନସଭାକୁ...

ନିର୍ବାଚନ ତଦାରଖ ପାଇଁ ବରଗଡ଼ରେ ପହଞ୍ଚିଲେ ପର୍ଯ୍ୟବେକ୍ଷକ

ବରଗଡ଼,୪।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଆସନ୍ତା ୨୦ତାରିଖରେ ବରଗଡ଼ ସଂସଦୀୟ କ୍ଷେତ୍ରରେ ମତଦାନ ଗ୍ରହଣ ହେବ। ମତଦାନକୁ ଅବାଧ ଓ ନିରପେକ୍ଷ ତଥା ସ୍ବଚ୍ଛ,...

ସରପଞ୍ଚଙ୍କ ପରିବାରରେ ୩ ଶ୍ରମିକ

ନାଉଗାଁ,୪ା୫(ସୁଧା ବେହୁରା) ଶ୍ରମିକମାନଙ୍କୁ ଦାଦନ ଖଟିବାରେ ରୋକ ଲଗାଇବା ସହ ନିଜ ଅଞ୍ଚଳରେ କାର୍ଯ୍ୟ ଯୋଗାଇ ଦେବାର ଲକ୍ଷ୍ୟ ନେଇ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌...

କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍‌

କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର...

୬ରେ ବ୍ରହ୍ମପୁର ଆସିବେ ପ୍ରଧାନମନ୍ତ୍ରୀ: ସଭାକୁ ଆସୁଥିବା ଲୋକଙ୍କ ଉପରେ ରହିବ କଡା ନଜର

ବ୍ରହ୍ମପୁର,୪ା୫(ସ୍ମୃତି ରଞ୍ଜନ ମହାଲିକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୬ ତାରିଖରେ ବ୍ରହ୍ମପୁର ଆସି ଜାତୀୟ ରାଜପଥ ପାର୍ଶ୍ୱସ୍ଥ କନିିଷିଠାରେ ସାଧାରଣ ସଭାରେ ଯୋଗ ଦେବେ।...

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା...

ପାଣି ପାଇଁ ପ୍ରତିବାଦ: ଗରା, ବାଲଟି ରଖି ରାସ୍ତା ଅବରୋଧ କଲେ ମହିଳା

ପାଟଣା:୪।୫(ବୀର କିଶୋର ଦାଶ): ପାନୀୟ ଜଳ ଯୋଗାଣ ଦାବିରେ କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ଟାଙ୍ଗରପଡ଼ା ଛକରେ ଶନିବାର ଶତାଧିକ ମହିଳା ରାସ୍ତା ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri