Posted inଖେଳ

ଗିନିଜ୍‌ ରେକର୍ଡରେ କଳାହାଣ୍ଡିର ଯୋଗବ୍ୟାସ

କେସିଙ୍ଗା, ୧୨।୧୧ (ଡି.ଏନ.ଏ.): ଓଡ଼ିଶାର ୩ୟ ଏଭରେଷ୍ଟ ପର୍ବତାରୋହୀ ଭାବେ କଳାହାଣ୍ଡି ଜିଲା କେସିଙ୍ଗାର ଯୋଗବ୍ୟାସ ଭୋଇ ଗିନିଜ୍‌ ରେକଡର୍ର ଅଧିକାରୀ ହୋଇଛନ୍ତି। ସେ ୧ ଘଣ୍ଟା ମଧ୍ୟରେ ସର୍ବାଧିକ ପର୍ବତାରୋହଣ ଫଟୋ ଫେସ୍‌ବୁକ୍‌ରେ ପୋଷ୍ଟ କରି ଏହି ରେକର୍ଡ ହାସଲ କରିଛନ୍ତି। କଳ୍ପନା ଦାଶ ଓ ଗଣେଶ ଜେନାଙ୍କ ପରେ ତୃତୀୟ ପର୍ବତାରୋହୀଭାବେ ଯୋଗବ୍ୟାସ ଏଭରେଷ୍ଟ ଆରୋହଣ କରି ଓଡ଼ିଶାକୁ ଗର୍ବିତ କରିଥିଲେ। ପ୍ରକାଶ ଯୋଗ୍ୟ ଯେ, ଗତ ଅଗଷ୍ଟ ୧୫ରେ ୧ ଘଣ୍ଟା ମଧ୍ୟରେ ଫେସ୍‌ବୁକ ପେଜ୍‌ରେ ସର୍ବାଧିକ ପର୍ବତାରୋହଣ ଫଟୋ ପୋଷ୍ଟ କରି ଗିନିଜ ଓ୍ବାଲର୍‌ଡ ରେକର୍ଡରେ ମାଉଣ୍ଟଟେନ ଟିମ୍ସ ଅଫ ଇଣ୍ଡିଆ ସ୍ଥାନ ପାଇଛି। ଏଥିରେ ଭାରତରୁ ପ୍ରାୟ ୫ ହଜାର ପର୍ବତାରୋହୀ ଭାଗ ନେଇଥିଲେ। ଓଡିଶାର ଯୋଗବ୍ୟାସ ମାଉଣ୍ଟ ଷ୍ଟକ କାଙ୍ଗ୍ରୀ ଆରୋହଣ ସମୟର ଫଟୋ ପୋଷ୍ଟ କରି ଗିନିଜ ଓ୍ବାଲର୍‌ଡ ରେକର୍ଡ ସାର୍ଟିଫିକେଟ୍‌ ପାଇଛନ୍ତି। ସେ କଳାହାଣ୍ଡିର ନର୍ଲା ବ୍ଲକ ଅଧୀନସ୍ତ ରୁପ୍ରା ଗ୍ରାମପଞ୍ଚାୟତର ରୁପ୍ରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ଭାବରେ କାର୍ଯ୍ୟରତ। ଏହି କାର୍ଯ୍ୟକ୍ରମକୁ ତାମିଲନାଡୁର କୋଏମ୍ବାଟୁରସ୍ଥିତ ଟ୍ରାସକେଣ୍ଡ ଆଡଭେଞ୍ଚର ଏବଂ ସୋନ ଲିଓପାଡ ଆଡଭେଞ୍ଚର ଆୟୋଜନ କରିଥିଲେ। ନେହେରୁ ପର୍ବତାରୋହଣ ସଂସ୍ଥାନ, ଜିମ୍‌ ପର୍ବତାରୋହଣ ସଂସ୍ଥାନ, ହିମାଳୟାନ ପର୍ବତାରୋହଣ ସଂସ୍ଥାନ, ଭାରତୀୟ ପର୍ବତାରୋହଣ ସଂସ୍ଥାନ, ଭାରତ ସରକାରଙ୍କର ଯୁବସେବା ଏବଂ କ୍ରୀଡା ବିଭାଗ ଏବଂ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ ଆଦି ସହଯୋଗ କରିଥିଲେ। ଯୋଗବ୍ୟାସ ୭ ମହାଦେଶରୁ ୫ଟି ମହାଦେଶର ଉଚ୍ଚତମ ଗିରିଶୃଙ୍ଗ ସଫଳତାର ସହ ଆରୋହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri