ଖୋର୍ଦ୍ଧା ଅଫିସ,୧୨ା୧୧: କିଛିଦିନର ବ୍ୟବଧାନ ପରେ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ଏନ୍ଫୋର୍ସମେଣ୍ଟ ଆରମ୍ଭ ହୋଇଛି। ସମସ୍ତ ତହସିଲ, ବ୍ଲକ ଅଞ୍ଚଳରେ ମାସ୍କ ଚେକିଂ ଜୋରଦାର ଚାଲିଛି। ଏନେଇ ଜିଲାପାଳ ସନତ ମହାନ୍ତି ଗୁରୁବାର ଟୁଇଟ୍ କରି ଜଣାଇଛନ୍ତି।
ଖୋର୍ଦ୍ଧା ଅଫିସ,୧୨ା୧୧: କିଛିଦିନର ବ୍ୟବଧାନ ପରେ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ଏନ୍ଫୋର୍ସମେଣ୍ଟ ଆରମ୍ଭ ହୋଇଛି। ସମସ୍ତ ତହସିଲ, ବ୍ଲକ ଅଞ୍ଚଳରେ ମାସ୍କ ଚେକିଂ ଜୋରଦାର ଚାଲିଛି। ଏନେଇ ଜିଲାପାଳ ସନତ ମହାନ୍ତି ଗୁରୁବାର ଟୁଇଟ୍ କରି ଜଣାଇଛନ୍ତି।
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...
ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...
ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...
