ଗ୍ରାମାଞ୍ଚଳ ଉଦ୍ୟାନ କାର୍ଯ୍ୟ ସ୍ଥିତି ପରଖିଲେ ଅତିରିକ୍ତ ଜିଲାପାଳ

ରସୁଲପୁର,୧୨ା୧୧(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ଅଧୀନ ବଧକଇଁଚି ପଞ୍ଚାୟତର ମା’ହିଙ୍ଗୁଳା ଖେଳ ପଡ଼ିଆରେ ଗ୍ରାମାଞ୍ଚଳ ଉଦ୍ୟାନ ନିର୍ମାଣ ହେବ। ଏଥିପାଇଁ ଜମି ଚିହ୍ନଟ ହେବା ସହ ଭିତ୍ତିଭୂମିର ବିକାଶ ଓ ପରିସୀମା ନିର୍ଦ୍ଧାରଣ କାର୍ଯ୍ୟ ଆରମ୍ଭ ହୋଇଛି। ତେବେ ଏହାର ସ୍ଥିତି ପରଖିବାକୁ ଗୁରୁବାର କଳିଙ୍ଗନଗର ଅତିରିକ୍ତ ଜିଲାପାଳ ସନ୍ତୋଷ କୁମାର ମିଶ୍ର ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ତାଙ୍କ ପରିଦର୍ଶନ ସମୟରେ ବିଡିଓ ଉମାକାନ୍ତ ପରିଡ଼ା, କଳିଙ୍ଗ ନଗର ଉନ୍ନୟନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସତ୍ୟନାରାୟଣ ସାହୁ, ପଞ୍ଚାୟତ ନିର୍ବାହୀ ଅଧିକାରୀ ସତ୍ୟଜିତ୍‌ ରାଉତ, ଗ୍ରାମ ରୋଜଗାର ସେବକ ଉଦୟନାଥ ବରାଳ ପ୍ରମୁଖ ଉପସ୍ଥିତ ଥିଲେ। ଅତିରିକ୍ତ ଜିଲାପାଳ ମିଶ୍ର ଉକ୍ତ ଉଦ୍ୟାନ ପାଇଁ ଉଦ୍ଦିଷ୍ଟ ଜମିର ନକ୍ସା ଦେଖିବା ସହ ନିକଟରେ ଯାଇଥିବା ଏକ ନାଳର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ସମ୍ପର୍କରେ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରୀରେ ପ୍ରାର୍ଥୀ ଘୋଷଣା କରିପାରୁନି ଭାଜପା

ବରୀ,୨୮ା୪(ମହେନ୍ଦ୍ର ସ୍ବାଇଁ)ଯାଜପୁର ଜିଲାର ବରୀ ନିର୍ବାଚନମଣ୍ଡଳୀରେ ଭାଜପା ଏଯାଏ ପ୍ରାର୍ଥୀ ଦେଇପାରିନାହିଁ। ଏଠାରେ ବିଜେଡି ବିଶ୍ୱରଞ୍ଜନ ମଲ୍ଲିକ ଓ କଂଗ୍ରେସ ଆରତୀ ଦେଓଙ୍କୁ ପ୍ରାର୍ଥୀ କରିବା...

ଯାଜପୁର ରୋଡ୍‌ ଜିଆର୍‌ଓପି ହେବ ଜିଆର୍‌ପିଏସ୍‌

ଯାଜପୁର,୨୮ା୪(ହର୍ଷବର୍ଦ୍ଧନ ବେହେରା)ଯାଜପୁର-କେନ୍ଦୁଝର ରୋଡ୍‌ ରେଳଷ୍ଟେଶନ (ଜେଜେକେଆର) ‘ଏ’ ବର୍ଗ ସତ୍ତ୍ବେ ଏଠାରେ ଦୀର୍ଘଦିନ ଧରି ଗର୍ଭମେଣ୍ଟ ରେଲଓ୍ବେ ଆଉଟପୋଷ୍ଟ (ଜିଆର୍‌ଓପି) ରହିଛି। ମାତ୍ର ୨ ଜଣ...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ବର୍ଷା, ଶର୍ମିଷ୍ଠାଙ୍କୁ ସ୍ବାଗତ ପାଇଁ ବିଜେଡିର ପ୍ରସ୍ତୁତି

ବଡ଼ଚଣା/ଛତିଆ,୨୫ା୪(ଦିଲୀପ କୁମାର ମହାନ୍ତି/ ସୌମ୍ୟ ରଞ୍ଜନ ସାହୁ)ଆସନ୍ତା ୨୬ ତାରିଖ ଶୁକ୍ରବାର ବଡ଼ଚଣା ବିଜେଡି ବିଧାୟକ ପ୍ରାର୍ଥିନୀ ବର୍ଷା ପ୍ରିୟଦର୍ଶିନୀ ଓ ଯାଜପୁର ସାଂସଦ ପ୍ରାର୍ଥତ୍ନୀ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri