କଟକରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି

କଟକ ଅଫିସ,୧୩।୧୧: କଟକ ମହାନଗର ନିଗମ(ସିଏମ୍‌ସି) ଅଞ୍ଚଳରେ ହୋଇଥିବା ସେରୋ ସର୍ଭେ ରିପୋର୍ଟ ଗୁରୁବାର ପ୍ରକାଶ ପାଇଛି। ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍‌ଏମ୍‌ଆର୍‌ସି) ଭୁବନେଶ୍ୱର ଦ୍ୱାରା ହୋଇଥିବା ସର୍ବେକ୍ଷଣ ଅନୁଯାୟୀ, କଟକରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି ସୃଷ୍ଟି ହୋଇଛି ବୋଲି ସିଏମ୍‌ସି କମିଶନର ଅନନ୍ୟା ଦାସ କହିଛନ୍ତି। ସର୍ଭେରେ ଉଭୟ କମ୍ୟୁନିଟି ଓ ହାଇରିସ୍କ ଗ୍ରୁପର ଲୋକମାନଙ୍କଠାରୁ ନମୁନା ସଂଗ୍ରହ କରାଯାଇଥିଲା। ସିଏମ୍‌ସି ଅଧୀନ ୨୫ଟି ୱାର୍ଡର ୨୨୭୪ ଜଣଙ୍କଠାରୁ ନମୁନା ସଂଗ୍ରହ କରାଯାଇଥିଲା। ସେଥିମଧ୍ୟରୁ ୧୦୫୫ ଜଣ ଅର୍ଥାତ୍‌ ୪୬.c୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି ତିଆରି ହୋଇଥିବା ଜଣାପଡିଛି। ସେହିପରି ବିଭିନ୍ନ ବୃତ୍ତିର ହାଇରିସ୍କ ଗ୍ରୁପରୁ ୧୬୩୪ ଜଣଙ୍କ ନମୁନା ସଂଗ୍ରହ କରାଯାଇଥିଲା। ଏମାନଙ୍କ ମଧ୍ୟରୁ ୫୬.୪୧ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି ସୃଷ୍ଟି ହୋଇଛି। କିନ୍ତୁ ଲିଙ୍ଗ ଓ ବୟସ ଦୃଷ୍ଟିକୋଣରୁ ଏହି ତଥ୍ୟରେ ସେତେଟା ଆଖିଦୃଶିଆ ଫରକ ନ ଥିବା ଜଣାପଡିଛି। ଆଗକୁ ଦୀପାବଳିରେ ଗହଳି ନ କରିବାକୁ ପରାମର୍ଶ ଦିଆଯାଇଛି। ମାସ୍କ ପିନ୍ଧିବା ସହ କରୋନା ନିୟମ ମାନି କାଳୀପୂଜା ପାଳନ କରିବାକୁ କୁହାଯାଇଛି। ଏପରି କି ବାଣ ଫୁଟାଇବାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri