ଓଲଟିଲା ଯାତ୍ରାପାର୍ଟି ବସ୍‌, ଗୁରୁତର ହୋଇ ୧୫ କଳାକାର ଜିଲା ଚିକିତ୍ସାଳୟରେ ଭର୍ତ୍ତି

ଦେବଗଡ଼,୨ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ରିଆମାଳ ଥାନା ତଥା କଂସର ଫାଣ୍ଡି ଅନ୍ତର୍ଗତ ଡଙ୍ଗା ପଥର ଗ୍ରାମ ନିକଟସ୍ଥ ଗୁରୁଲିଆ ଘାଟିରେ ଏକ ଯାତ୍ରପାର୍ଟି ବସ୍‌ ଓଲଟି ପଡ଼ିବାରୁ ବସର ଚାଳକ ଓ କଳାକାରଙ୍କ…

ଅପରେଶନ ସାଇବର କବଚ: ୪.୫ କୋଟି ଠକେଇ, ବନ୍ଧା ହେଲେ ୩ ଅଭିଯୁକ୍ତ

ଭଞ୍ଜନଗର,୨ା୩(ବାବୁଲା ପ୍ରଧାନ): ଅପରେଶନ ସାଇବର କବଚ ଗଞ୍ଜାମ ପୋଲିସକୁ ବଡ଼ ସଫଳତା ଆଣିଦେଇଛି। କୋଟି କୋଟି ଟଙ୍କାର ବେନିୟମ କାରବାର ଅଭିଯୋଗରେ ଗୋଟିଏ ପରେ ଗୋଟିଏ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରୁଛି। ଏହିଭଳି ସୋମବାର ଗଞ୍ଜାମ…

ବକେୟା ପଡ଼ିଛି ୪.୫ ଲକ୍ଷ ଟଙ୍କାର ବିଦ୍ୟୁତ୍‌ ବିଲ୍‌: ୨ ଦିନ ହେଲା ପାନୀୟ ଜଳ ଯୋଗାଣ ବନ୍ଦ

ଥୁଆମୂଳ ରାମପୁର,୨ା୩(ଦୁର୍ଗା କୀର୍ତ୍ତି): ଗ୍ରୀଷ୍ମଋତୁ ଆରମ୍ଭରୁ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ପାଇଁ ହାହାକାର ଦେଖାଦେଇଛି। ପଞ୍ଚାୟତ ପ୍ରଶାସନର ଚରମ ଅବହେଳା ଓ ବିଦ୍ୟୁତ୍‌ ବିଲ୍‌ ପୈଠ…

ମାଟ୍ରିକ୍‌ ପରୀକ୍ଷାବେଳେ କପି ଦେଉଥିଲେ ୩ ଶିକ୍ଷକ, ଫ୍ଲାଇଂ ସ୍କ୍ବାଡ୍‌ ହାତରେ ପଡିଲେ ଧରା, ତା’ପରେ…

ରାୟଗଡ଼ା,୨।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କୋଲନରା ବ୍ଲକ କୈଳାସପୁର ସରକାରୀ ହାଇସ୍କୁଲରେ ଦଶମ ପରୀକ୍ଷା ବେଳେ ବାହାର ସ୍କୁଲର ୩ ଜଣ ଶିକ୍ଷକଙ୍କୁ କପି ଦେଉଥିବା ଅଭିଯୋଗରେ ଧରିଛି ଫ୍ଲାଇଂ ସ୍କ୍ବାଡ୍‌ ।…

ଘାଟିରେ ଓଲଟିଲା ପାଉଡର ବୋଝେଇ ଟ୍ରକ୍‌

କୋକସରା,୨ା୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କଳାହାଣ୍ଡି-ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟି ରାସ୍ତାରେ ଭାରସାମ୍ୟ ହରାଇ ଏପି ୧୬ ଟିଜେ ୧୮୭୭ ନମ୍ବର ବିଶିଷ୍ଟ ଏକ ପାଉଡର ବୋଝେଇ ଟ୍ରକ୍‌…

ଭଡା ଘରେ ଚାଲୁଥିଲା ନକଲି ବିଦେଶୀ ମଦ ପ୍ରସ୍ତୁତ, ଅଚାନକ ଚଢାଉ କଲା ଅବକାରୀ ବିଭାଗ, ତା’ପରେ…

ଧର୍ମଗଡ଼,୨।୩(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ଜଗନ୍ନାଥ ପଡାର ଏକ ଭଡା ଘରେ ନକଲି ବିଦେଶୀ ମଦ ପ୍ରସ୍ତୁତ କରାଯାଉଥିବା ସୂଚନା ପାଇ ସୋମବାର ସକାଳୁ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଥିଲା।…

ଆମେରିକାର ୩ ଯୁଦ୍ଧବିମାନକୁ ଖସାଇଲା କୁଏଟ୍‌ ଏୟାର ଡିଫେନ୍ସ

ଓ୍ବାଶିଂଟନ,୨ା୩: କୁଏଟ୍‌ର ଏୟାର ଡିଫେନ୍ସ ଦ୍ୱାରା ଅଲଗା ଅଲଗା ବନ୍ଧୁତ୍ୱପୂର୍ଣ୍ଣ ଫାୟାରିଂରେ ଆମେରିକାର ୩ଟି ଏଫ୍‌-୧୫ଇ ‘ଷ୍ଟ୍ରାଇକ୍‌ ଇଗଲ’ ଯୁଦ୍ଧବିମାନ ଖସିଛି। ଇରାନରେ ଆମେରିକା-ଇସ୍ରାଏଲ୍‌ ମିଳିତ ସାମରିକ ଅଭିଯାନର ନିର୍ଦ୍ଦେଶନା ଦେଉଥିବା ଆମେରିକା ସେଣ୍ଟ୍ରାଲ କମାଣ୍ଡ ପକ୍ଷରୁ ଏହା କୁହାଯାଇଛି। ତେବେ…

ଆକ୍ରମଣ ଜୋର୍‌ଦାର: ଇରାନ୍‌ରେ ମୃତ୍ୟୁସଂଖ୍ୟା ୫୫୫

ତେହରାନ୍‌, ୨ା୩: ଇରାନ୍‌ରେ ଆମେରିକା ଓ ଇସ୍ରାଏଲ୍‌ ସୋମବାର ଜୋର୍‌ଦାର ଆକ୍ରମଣ କରିଥିବାବେଳେ ମୃତ୍ୟୁସଂଖ୍ୟା ୫୫୫ରେ ପହଞ୍ଚିଥିବା ଇରାନୀୟ ରେଡ୍‌ କ୍ରିସେଣ୍ଟ ସୋସାଇଟି ପକ୍ଷରୁ କୁହାଯାଇଛି। ଏହାର ଜବାବରେ ଇରାନ ମଧ୍ୟପ୍ରାଚ୍ୟ ଅଞ୍ଚଳରେ ଥିବା ଇସ୍ରାଏଲ୍‌ ଓ ଆମେରିକାର ସାମରିକ ବେସ୍‌…

ଭାରତ-କାନାଡା ମଧ୍ୟରେ ୟୁରାନିୟମ ଚୁକ୍ତିନାମା: ଖୁବ୍‌ଶୀଘ୍ର ଉଭୟ ଦେଶ…

ନୂଆଦିଲ୍ଲୀ,୨ା୩: ୟୁରାନିୟମ ଏବଂ ଗୁରୁତ୍ୱପୂର୍ଣ୍ଣ ଖଣିଜ ଯୋଗାଣ ଲାଗି ଭାରତ ଓ କାନାଡା ମଧ୍ୟରେ ସୋମବାର ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ବିସ୍ତୃତ ଅର୍ଥନୈତିକ ସହଭାଗିତା ଚୁକ୍ତିନାମା ନେଇ ଖୁବ୍‌ଶୀଘ୍ର ସହମତିରେ ପହଞ୍ଚତ୍ବାକୁ ଉଭୟ ଦେଶ ପ୍ରତିଶ୍ରୁତିବଦ୍ଧ ହୋଇଛନ୍ତି। ୨୦୩୦ ସୁଦ୍ଧା ଦ୍ୱିପାକ୍ଷିକ…

କେଉଁମାନେ ଉଠାଇ ପାରିବେ ଲକ୍ଷପତି ବେଟିୟା ଯୋଜନାର ଲାଭ, ଜାଣନ୍ତୁ ଦରକାର ଏସବୁ ଡକ୍ୟୁମେଣ୍ଟ …

ନୂଆଦିଲ୍ଲୀ,୨ା୩: ଦିଲ୍ଲୀ ସରକାର ଝିଅମାନଙ୍କ ଶିକ୍ଷା ଏବଂ ଆର୍ଥିକ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଲକ୍ଷପତି ବେଟିୟା ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାର ଲକ୍ଷ୍ୟ ହେଉଛି ଆର୍ଥିକ କାରଣରୁ କୌଣସି ଝିଅର ଶିକ୍ଷା ଯେମିତି ବାଧାପ୍ରାପ୍ତ ନ ହେବ। ତାଙ୍କୁ…

ଇରାନ ନିଆଁ

ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ମଧ୍ୟପ୍ରାଚ୍ୟକୁ ଅଶାନ୍ତ କରିଦେଇଛି। ଇରାନର ଏକ ସ୍କୁଲରେ ୮୫ ଛାତ୍ରୀଙ୍କ ସହ ୨୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକେ ଆହତ ହୋଇଛନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଘଟଣା ହେଉଛି ଏହି…

ସେମିଫାଇନାଲ୍‌ରେ ପହଞ୍ଚିବା ପରେ ବଡ଼ ବୟାନ୍‌ ଦେଲେ ସୂର୍ଯ୍ୟକୁମାର: କହୁ କହୁ କହିଦେଲେ…

କୋଲକାତା,୨।୩: ସଞ୍ଜୁ ସାମସନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭାରତ ଚଳିତ ଟି୨୦ କ୍ରିକେଟ ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିଛି। ଇଡେନ ଗାର୍ଡେନ୍ସରେ ରବିବାର ଅନୁଷ୍ଠିତ ସୁପର-୮ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜ୍‌କୁ ୫ ଉଇକେଟରେ ପରାସ୍ତ କରିଛି ଡିଫେଣ୍ଡିଂ ଚାମ୍ପିୟନ ଟିମ୍‌ ଇଣ୍ଡିଆ। ଅଧିନାୟକ…

ଓ୍ବେଷ୍ଟଇଣ୍ଡିଜ୍‌କୁ ହରାଇ ସେମିଫାଇନାଲରେ ପହଞ୍ଚିଲା ଭାରତ

କୋଲକାତା,୧।୩: ସଞ୍ଜୁ ସାମସନ ଏବଂ ତିଲକ ବର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ରବିବାର ଖେଳାଯାଇଥିବା ଚଳିତ ଟି୨୦ ବିଶ୍ୱକପ୍‌ର ଅନ୍ତିମ ସୁପର-୮ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ଏହି ବିଜୟ ସହ…

ବିଶ୍ୱ ଅର୍ଥବ୍ୟବସ୍ଥା ଉପରେ ଯୁଦ୍ଧର କଳାବାଦଲ, ଭାରତ ସହ ଏସବୁ ଏସୀୟ ଦେଶରେ ଗ୍ୟାସ, CNG, ପେଟ୍ରୋଲ-ଡିଜେଲ ଦର ହେବ ଆକାଶଛୁଆଁ!

ନୂଆଦିଲ୍ଲୀ/ତେହେରାନ,୧।୩: ମଧ୍ୟ ପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ବିବାଦ ଏବେ ବିଶ୍ୱ ଅର୍ଥବ୍ୟବସ୍ଥାକୁ ଏକ ବଡ଼ ସଙ୍କଟ ଆଡ଼କୁ ଠେଲି ଦେଇଛି। ରଏଟର୍ସର ରିପୋର୍ଟ ଅନୁଯାୟୀ, କଞ୍ଚା ତେଲ ଏବଂ ଗ୍ୟାସ ବୋଝେଇ ହୋଇଥିବା ପ୍ରାୟ ୧୫୦ଟି…

ଯୁଦ୍ଧ ଭିତରେ ରାତି ୯ଟା ୩୦ରେ ବସିବ CCS ବୈଠକ, ମୋଦିଙ୍କ ଅଧ୍ୟକ୍ଷତାରେ ହେବ…

ନୂଆଦିଲ୍ଲୀ,୧ା୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଆଲର୍ଟରେ ମୋଦି ସରକାର। ଏହି ଅଞ୍ଚଳରେ ଚାଲିଥିବା ସଂଘର୍ଷ ଏବଂ ସାମରିକ କାର୍ଯ୍ୟକଳାପ ବିଶ୍ୱବ୍ୟାପୀ ଚିନ୍ତା ବଢ଼ାଇଛି । ଏହି ସମୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ୟାବିନେଟ୍‌ କମିଟି ଅନ୍‌ ସିକ୍ୟୁରିଟି (CCS)ର ଏକ…

IND VS WI: ଇଡେନ ଗାର୍ଡେନ୍ସରେ ମହାଲଢ଼େଇ, ଟସ୍‌ ଜିତିଲା ଭାରତ, ଏକାଦଶକୁ ନେଇ ବଡ଼ ନିଷ୍ପତ୍ତି

କୋଲକାତା,୧।୩: ଟି-୨୦ ବିଶ୍ୱକପ ୨୦୨୬ର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଆଜି(ରବିବାର) କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସ ମଇଦାନରେ ଖେଳାଯାଉଛି। ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଏହି ମ୍ୟାଚ୍‌ରେ ଅଧିନାୟକ ସୂର୍ଯ୍ୟକୁମାର ଯାଦ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଫେବୃଆରୀ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri