ପାଟନା,୧୫।୧୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଜେଡ଼ିୟୁ ନବ ନିର୍ବାଚତ ବିଧାୟକ ଦଳର ନେତା ଭାବେ ଚୟନ କରାଯାଇଛି। ନୀତିଶଙ୍କ ବାସ ଭବନରେ ରବିବାର ଅନୁଷ୍ଠିତ ହୋଇଥିବା ବୈଠକରେ ସର୍ବ ସମ୍ମତ ଭାବେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ବୈଠକରେ ଜେଡ଼ିୟୁର ୪୩ ଜଣ ବିଧାୟକ ଯୋଗଦେଇ ଥିଲେ।
ପାଟନା,୧୫।୧୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଜେଡ଼ିୟୁ ନବ ନିର୍ବାଚତ ବିଧାୟକ ଦଳର ନେତା ଭାବେ ଚୟନ କରାଯାଇଛି। ନୀତିଶଙ୍କ ବାସ ଭବନରେ ରବିବାର ଅନୁଷ୍ଠିତ ହୋଇଥିବା ବୈଠକରେ ସର୍ବ ସମ୍ମତ ଭାବେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ବୈଠକରେ ଜେଡ଼ିୟୁର ୪୩ ଜଣ ବିଧାୟକ ଯୋଗଦେଇ ଥିଲେ।
ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...
ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...
ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...
ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...
ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...
