Posted inଖେଳ

ଭାରତ ବିପକ୍ଷ ଏକଦିବସୀୟ ମ୍ୟାଚ୍‌ ପୂର୍ବରୁ ଅଷ୍ଟ୍ରେଲିଆକୁ ବଡ଼ ଝଟକା: ଦଳରୁ ବାହାର ହେଲେ ଏହି ପ୍ରମୁଖ ଖେଳାଳି

ନୂଆଦିଲ୍ଲୀ,୧୮।୧୧: ନଭେମ୍ବର ୨୭ରେ ଭାରତ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଏକଦିବସୀୟ ମ୍ୟାଚ୍‌ ଖେଳାଯିବ। ଏହାର ଦଶ ଦିନ ପୂର୍ବରୁ ଅଷ୍ଟ୍ରେଲିୟ ଦଳକୁ ବଡ଼ ଝଟକା ଲାଗିଛି। ଦଳର ପ୍ରମୁଖ ବୋଲର କେନ୍‌ ରିଚାର୍ଡସନ ସିିରିଜରୁ ବାହାର ହୋଇଛନ୍ତି।

କେନ୍‌ ସୀମିତ ଓଭର ମ୍ୟାଚ୍‌ ଏକଦିବସୀୟ ଏବଂ ଟି-୨୦ ସିରିଜ୍‌ରେ ଖେଳିବାର ଥିଲା। ହେଲେ ସେ ନିକଟରେ ବାପା ହୋଇଛନ୍ତି। ଏଣୁ ସେ କିଛି ସମୟ ପରିବାର ସହ ବିତାଇବାକୁ ଚାହିଁଛନ୍ତି। କ୍ରିକେଟ ଅଷ୍ଟ୍ରେଲିଆ ଏଥିପ୍ରତି ମଞ୍ଜୁରୀ ଦେବା ସହ ତାଙ୍କ ସ୍ଥାନରେ ଦ୍ରୁତ ବୋଲର ଆଣ୍ଡ୍ରୁ ଟାଏଙ୍କୁ ସାମିଲ କରିଛି।

ବୁଧବାର କ୍ରିକେଟ ଅଷ୍ଟ୍ରେଲିଆର ନ୍ୟାଶନାଲ ସିଲେକ୍ଟର ଟ୍ରେଭଲ ହନ୍ସ କହିଛନ୍ତି, କେନ୍‌ଙ୍କ ପାଇଁ ଏହା କଠିନ ନିଷ୍ପତ୍ତି ଥିଲା। ହେଲେ ଚୟନକର୍ତ୍ତା ଏବଂ ଟିମ୍‌ ପକ୍ଷରୁ ତାଙ୍କୁ ସମର୍ଥନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ: ପହଞ୍ଚିଗଲେ..

କଟକ,୨୩।୧୨: ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ। ହଠାତ୍‌ ହେଲା ଚଢ଼ାଉ। ଏଭଳି ଘଟଣା ଘଟିଛି କଟକରେ। କଟକର ଏକ ଘରୋଇ ଡାଇଗ୍ନୋଷ୍ଟିକ ସେଣ୍ଟର୍‌ ଉପରେ ଚଢାଉ...

ସ୍ବାମୀଙ୍କ ୫୦୦ରୁ ଅଧିକ ମହିଳାଙ୍କ ସହ ଥିଲା ସମ୍ପର୍କ: ସ୍ତ୍ରୀ ଜାଣିବା ପରେ ଘଟିଲା…

ନୂଆଦିଲ୍ଲୀ,୨୩।୧୨: ବିଶ୍ୱରେ ଏପରି ଅନେକ ଲୋକ ଅଛନ୍ତି, ଯେଉଁମାନଙ୍କର ବିବାହ ସାଥୀଙ୍କୁ ପ୍ରତାରଣା ଯୋଗୁ ଭାଙ୍ଗିଯାଏ। ବିବାହିତ ହେବା ସତ୍ତ୍ୱେ, ସେମାନଙ୍କର ଅନ୍ୟ ପୁରୁଷ କିମ୍ବା...

ବଡ଼ଦିନ ପାଇଁ ଜି.ଉଦୟଗିରିରେ ଫ୍ଲାଗମାର୍ଚ୍ଚ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଜି.ଉଦୟଗିରି,୨୩/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ପର୍ବ ବଡ଼ଦିନ ଖ୍ରୀଷ୍ଟମାସ୍ ଉତ୍ସବ ପାଳନକୁ ଆଉ ଦୁଇ ଦିନ ବାକି ଥିବା ବେଳେ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ..କମ୍ପାନୀ କ୍ୟାମ୍ପସରେ ହତ୍ୟା, ପାଣିଟାଙ୍କିରେ ଫିଙ୍ଗିଦେଲେ ମୃତଦେହ

ନୂଆଦିଲ୍ଲୀ,୨୩।୧୨: ମହାରାଷ୍ଟ୍ରର ପାଲଘର ଜିଲାରୁ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି। ବ୍ୟକ୍ତିଗତ ବିବାଦ ପରେ ଜଣେ ଯୁବକ ତାଙ୍କ ଅଫିସ ସହକର୍ମୀଙ୍କୁ ହତ୍ୟା...

ଏମିତି ଗାଁ, ଯେଉଁଠି ୧୨ ବର୍ଷ ପରେ ଝିଅ ହୋଇଯାନ୍ତି ପୁଅ, ବୈଜ୍ଞାନିକ ବି ଖୋଜି ପାଉନାହାନ୍ତି କାରଣ

ଝିଅ କିମ୍ବା ପୁଅ ଭାବରେ ଜନ୍ମ ହେବା ପ୍ରକୃତିର ଏକ ଉପହାର। ଜନ୍ମ ପୂର୍ବରୁ ମା’ ପେଟରେ ଲିଙ୍ଗ ନିର୍ଣ୍ଣୟ ହୋଇସାରିଥାଏ। ତଥାପି ମଣିଷ ଏତେ...

କ୍ୟାଡର ମାଓବାଦୀଙ୍କୁ ଧରିବା ପାଇଁ ପୁରସ୍କାର ରାଶି ଘୋଷଣା: ଲାଗିଲା ପୋଷ୍ଟର

ରାଇକିଆ,୨୩।୧୨ (ପ୍ରଦୀପ ବେହେରା): କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀ ମୁକ୍ତ ପାଇଁ ଲକ୍ଷ୍ୟ ରଖୁଛନ୍ତି। ଏହି ସମୟ ପାଖେଇ ଆସୁଥିବାରୁ ପୋଲିସ ମାଓବାଦୀଙ୍କୁ...

ଭାଜପାର ନୂତନ କମିଟି ଗଠନ: ସୁକାନ୍ତ-ଅଜିତଙ୍କୁ ଗୁରୁଦାୟିତ୍ୱ

ଦାରିଙ୍ଗବାଡି, ୨୩/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପାର ଜିଲାସ୍ତରୀୟ ନୂତନ କମିଟି ଜିଲା ସଭାପତି ପଣ୍ଡିତ ବିଶି ମାଝୀଙ୍କ ନେତୃତ୍ୱରେ ଚୟନ ହୋଇଯାଇଛି। ଜିଲାର...

ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ସିଲିଣ୍ଡର, ଗୁରୁତରଙ୍କୁ କଟକ ସ୍ଥାନାନ୍ତର

ବ୍ରହ୍ମପୁର , ୨୩।୧୨( ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ବୋରିଗାଁର ବଡ଼ ବନ୍ଧ ସାହିରେ ସୋମବାର ରାତିରେ ଗ୍ୟାସ ସିଲିଣ୍ଡର ଫାଟିଯାଇଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri