ମନ୍ଦିରରେ ବି ମା’ଙ୍କୁ ଛାଡ଼ିଲେନି ଦୁର୍ବୃତ୍ତ, ତାଡ଼ିନେଲେ ଆଖି

ଚୌଦ୍ୱାର,୧୯ା୧୧(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥର୍ମାଲ ରୋଡ୍‌ସ୍ଥିତ ଦକ୍ଷିଣକାଳୀ ମନ୍ଦିରରେ ବୁଧବାର ବିଳମ୍ବିତ ରାତିରେ ହୋଇଛି ଚୋରି। ଦୁର୍ବୃତ୍ତମାନେ ମନ୍ଦିରର ମୁଖ୍ୟ ଦ୍ୱାରର ତାଲା ଭାଙ୍ଗି ପ୍ରାୟ ଲକ୍ଷାଧିକ ଟଙ୍କାର ସୁନା,ରୁପା,ଅଳଙ୍କାର ଲୁଟ୍‌ କରିବା ସହିତ ମନ୍ଦିରରେ ପୂଜା ପାଉଥିବା ମା’ଦକ୍ଷୀଣକାଳୀଙ୍କ ସୁନା ଆଖି ଦୁଇଟିକୁ ତାଡ଼ି ନେଇଯାଇଥିବା ମନ୍ଦିର ପରିଚାଳକ ବିଜୟ ମହାନ୍ତି ଥାନାରେ ଅଭିଯୋଗ କରିଛନ୍ତି। ଏଥି ସହିତ ମନ୍ଦିରରେ ବସିଥିବା ହୁଣ୍ଡି ଅର୍ଥକୁ ମଧ୍ୟ ଦୁର୍ବୃତ୍ତ ଲୁଟି ନେଇଛନ୍ତି। ଅଭିଯୋଗ ପାଇ ଚୌଦ୍ୱାର ଥାନା ଆଇଆଇସି ବିରଞ୍ଚି ନାରାୟଣ ପତି ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଘଟଣାର ପ୍ରାଥମିକ ତଦନ୍ତ ଆରମ୍ଭ କରିଥିବା ବେଳେ ଘଟଣାର ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ୍‌ ଟିମ୍‌କୁ ଖବର ଦେଇଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଶ୍ଚର୍ଯ୍ୟ ଲାଗିଲେ ବି ସତ! ଏହି ସ୍ଥାନରେ 5 ଦିନ ପୋଷାକ ପିନ୍ଧନ୍ତିନି ମହିଳା

ନୂଆଦିଲ୍ଲୀ,୧୧|୧୨ : ଭାରତ ଅନନ୍ୟ ସଂସ୍କୃତି, ପରମ୍ପରା ଏବଂ ମାନ୍ୟତା ପାଇଁ ସାରା ବିଶ୍ବରେ ପରିଚିତ । ଦେଶର ଏକ ସ୍ଥାନରେ ଏପରି ଏକ ପରମ୍ପରା...

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…

ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ...

ଐଶ୍ୱର୍ଯ୍ୟା-ଅଭିଷେକ ଛାଡପତ୍ର ଗୁଜବ ବିଷୟରେ ଜାଣିଛନ୍ତି କି ଝିଅ ଆରାଧ୍ୟା, ବାପା କହିଲେ…

ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରାୟତଃ ଛାଡପତ୍ର ବିଷୟରେ ଆଲୋଚନା ହୁଏ। ଏହା ସିଧାସଳଖ ସେମାନଙ୍କ ପରିବାର ଏବଂ ପିଲାମାନଙ୍କୁ ପ୍ରଭାବିତ କରେ। ନିକଟରେ ଅଭିଷେକ ବଚ୍ଚନ ଏବଂ...

ଖୁବଶୀଘ୍ର ଆସିବ EV ପଲିସି 2.0, ଏତିକି ଟଙ୍କା ଶସ୍ତା ହେବ ଗାଡ଼ି ଦାମ୍

ନୂଆଦିଲ୍ଲୀ,୧୧ା୧୨: ଦିଲ୍ଲୀରେ ଇଲେକ୍ଟ୍ରିକ ମୋବିଲିଟିକୁ ତ୍ୱରାନ୍ୱିତ କରିବା ପାଇଁ, ସରକାର ଏକ ବୈଦ୍ୟୁତିକ ଯାନ (EV) ନୀତି 2.0 ର ଏକ ଡ୍ରାଫ୍ଟ ପ୍ରସ୍ତୁତ କରିଛନ୍ତି...

କିଏ ଅଧିକ ପଢିଛନ୍ତି ରାହୁଲ ନା ପ୍ରିୟଙ୍କା: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୧୨: ଗାନ୍ଧୀ ପରିବାର ଭାରତୀୟ ରାଜନୀତିରେ ସବୁଠାରୁ ଚର୍ଚ୍ଚିତ ପରିବାର ମଧ୍ୟରୁ ଗୋଟିଏ। ବର୍ତ୍ତମାନ ଏହି ପରିବାରର ଦୁଇ ପ୍ରମୁଖ ବ୍ୟକ୍ତି, ରାହୁଲ ଗାନ୍ଧୀ ଏବଂ...

ସଂସଦରେ କିଏ ପିଇଲା ସିଗାରେଟ? ଅନୁରାଗ ଠାକୁରଙ୍କ ବୟାନକୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୧୧|୧୨: ଇ-ସିଗାରେଟକୁ ଭାରତ ସରକାର ବ୍ୟାନ କରିଛନ୍ତି । କିନ୍ତୁ ଆଜି ପୁଣିଥରେ ସଂସଦରେ ଏହି ପ୍ରସଙ୍ଗ ଉଠିଛି । ସଦନରେ ଇ-ସିଗାରେଟ ପିଇବା ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri