ବିଦ୍ୟାଳୟ ବନ୍ଦ ନ ହେବାକୁ ରାସ୍ତାରେ ବସିଲେ ଛାତ୍ରୀଛାତ୍ର

କେନ୍ଦୁଝର,୨୧ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲାରେ କମ୍‌ ଛାତ୍ରୀଛାତ୍ର ପାଠ ପଢୁଥିବା ୧୪ଟି ବିଦ୍ୟାଳୟ ବନ୍ଦ କରାଯାଇ ନିକଟସ୍ଥ ବିଦ୍ୟାଳୟରେ ସଂଲଗ୍ନ କରାଯିବାକୁ ଶିକ୍ଷା ବିଭାଗ ପକ୍ଷରୁ ନୋଟିସ ଜାରି କରାଯାଇଛି। ତେବେ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ନରସିଂହପୁର ପ୍ରାଥମିକ ବିଦ୍ୟାଳୟ ଏଥିରେ ସାମିଲ ରହିଛି। ତେବେ ବିଦ୍ୟାଳୟ ବନ୍ଦ ହୋଇଯିବା ଗ୍ରାମବାସୀ ଖବର ପାଇ ଶନିବାର ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବିଦ୍ୟାଳୟ ଚାଲୁ ରହିବା ପାଇଁ ପଦ୍ମପୁର ନୂଆଗାଁ ମୁଖ୍ୟ ରାସ୍ତା ଅବରୋଧ କରିଥିଲେ। ଫଳରେ ଯାତାୟାତ ବନ୍ଦ ରହିଥିଲା। ସ୍ଥାନୀୟ ସରପଞ୍ଚ, କେନ୍ଦୁଝର ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ରଘୁନାଥ ବେହେରା, ସିଆର୍‌ସିସି ନେତ୍ରାନନ୍ଦ ଦେହୁରୀ,ଡମ୍ବରୁଧର ସାହୁ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କ ସହିତ ଆଲୋଚନା କରିବା ପରେ ରାସ୍ତା ଅବରୋଧ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...

ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍….

ନୂଆଦିଲ୍ଲୀ, ୨୦।୧୨:  ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା।...

୩୦ବର୍ଷ ପରେ ବିରଳ ନବପଞ୍ଚମ ମହାଯୋଗ, ଶିନଙ୍କ କୃପାରେ ନୂଆବର୍ଷରେ ଧନୀ ହେବେ ମକର ସହ ଏହି ୨ରାଶି

ନୂଆବର୍ଷ ୨୦୨୬ର ଆରମ୍ଭ ଜ୍ୟୋତିର୍ବିଦମାନଙ୍କ ପାଇଁ ବହୁତ ଖାସ୍ ହବାକୁ ଯାଉଛି । ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପଡୁଥିବା ବେଳେ ଏହାର ପରଦିନ...

ପାକିସ୍ତାନକୁ କଲେ ଖୁବ ପ୍ରଶଂସା, ଟ୍ରମ୍ପଙ୍କୁ କହିଲେ ଶାନ୍ତି ଦୂତ, ରୁବିଓଙ୍କ ବୟାନକୁ ନେଇ ହେଉଛି ଖୁବ ଚର୍ଚ୍ଚା!

ଓ୍ବାଶିଂଟନ,୨୦।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦକୁ ଉଲ୍ଲେଖ କରି ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri