Posted inଖେଳ

ଆଇପିଏଲ୍‌ ପ୍ରଦର୍ଶନ ଯୋଗୁ ଚାପ ହଟିଛି: ଶାମି

ସିଡ୍‌ନୀ, ୨୨ା୧୧ (ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଭଲ ପ୍ରଦର୍ଶନ କରିଥିବାରୁ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ପାଇଁ ସେ ଚାପରେ ନ ଥିବା କହିଛନ୍ତି ଭାରତର କୌଶଳୀ ପେସ୍‌ ବୋଲର ମହମ୍ମଦ ଶାମି। ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ଅନୁଷ୍ଠିତ ଗି ଆଇପିଏଲ୍‌ରେ ସେ କିଙ୍ଗ୍ସ ଇଲେଭନେ ପଞ୍ଜାବ ତରଫରୁ ଖେଳି ୨୦ ଉଇକେଟ ଅକ୍ତିଆର କରିଛନ୍ତି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ଡବଲ ସୁପର ଓଭର ଗେମ୍‌ରେ ସେ ଟାଇଟ୍‌ ବୋଲିଂ କରି ମାତ୍ର ୫ ରନ ଦେଇଥିଲେ। ଆଗାମି ସିରିଜ ପାଇଁ ସେ ବିନା ଚାପରେ ନିଜକୁ ପ୍ରସ୍ତୁତ କରୁଛନ୍ତି। ଲେନ୍ଥ୍‌ ଓ ସିମ୍‌ ମୁଭମେଣ୍ଟକୁ ସେ ଗୁରୁତ୍ୱ ଦେଉଛନ୍ତି। ଲମ୍ବା ଅଷ୍ଟ୍ରେଲିଆ ଟୁର୍‌ରେ ହ୍ବାଇଟ୍‌ ବଲ୍‌ କ୍ରିକେଟ ପରେ ପିଙ୍କ୍‌ ଓ ରେଡ୍‌ ବଲ୍‌ କ୍ରିକେଟ ଖେଳାଯିବ। ସେ ଟେଷ୍ଟ ମ୍ୟାଚକୁ କିନ୍ତୁ ଅଗ୍ରାଧିକାର ଦେବେ। ଶାମି କହିଛନ୍ତି ଆଇପିଏଲ୍‌ ଯୋଗୁ ତାଙ୍କ ହ୍ବାଇଟ୍‌ ବଲ୍‌ ଫର୍ମ ନିୟନ୍ତ୍ରଣରେ ରହିଛି। ତେଣୁ ବର୍ତ୍ତମାନ ସେ ନେଟ୍ସରେ ରେଡ୍‌ ବଲ୍‌ ବୋଲିଂ ଅଭ୍ୟାସକୁ ଗୁରୁତ୍ୱ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri