ଆଜି ଆଉ ୧୫ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୬୪୦କୁ ବୃଦ୍ଧି

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୬୪୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଖୋର୍ଦ୍ଧାରୁ ୩ ଏବଂ କେନ୍ଦୁଝରରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଅନୁଗୋଳ, ବଲାଙ୍ଗୀର, କଟକ, ଗଞ୍ଜାମ, ଝାରସୁଗୁଡ଼ା ଏବଂ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୩,୯୬୧ରେ ପହଞ୍ଚିଥିବା ବେଳେ ୩,୦,୪୯୦୮ଜଣ ସୁସ୍ଥ ହୋଇଛନ୍ତି। ୭୩୬୦ ଜଣ ଚିକିତ୍ସିତ ହେଉଛନ୍ତି। ୧୬୪୦ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ପ୍ରତି ୫ ଜଣରେ ଜଣେ ଥିଲେ ହିନ୍ଦୁ, ହେଲେ ପ୍ରତିବର୍ଷ କମୁଛି ହିନ୍ଦୁଙ୍କ ସଂଖ୍ୟା, ଗତ ୩ ବର୍ଷରେ…

ଢାକା,୨୬।୧୨: ବାଂଲାଦେଶ ଆଜି ବିଶ୍ୱର ସବୁଠାରୁ ଘନ ଜନସଂଖ୍ୟା ବିଶିଷ୍ଟ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ୱାଲର୍‌ଡମିଟର ଅନୁଯାୟୀ, ଏହାର ମୋଟ ଜନସଂଖ୍ୟା ୧୭୬.୬ ନିୟୁତ ଅତିକ୍ରମ...

Bangladesh elections: ତାରିକ ଫେରିବା ପରେ ହାତ ମିଳାଇଲେ ଦୁଇ ଭାରତ ବିରୋଧୀ ଦଳ, ଜାଣନ୍ତୁ କ’ଣ କହୁଛି ରାଜନୈତିକ ସମିକରଣ

ଢାକା,୨୬।୧୨: ବାଂଲାଦେଶରେ ଫେବୃଆରୀରେ ଜାତୀୟ ର୍ନିବାଚନ ହେବାକୁ ଯାଉଛି, ଯାହା ରାଜନୈତିକ କାର୍ଯ୍ୟକଳାପକୁ ବୃଦ୍ଧି କରୁଛି। ଏହାକୁ ଦୃଷ୍ଟିରେ ରଖି, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର...

Bangladesh Violence: ବାଂଲାଦେଶ ଫେରୁ ଫେରୁ ତାରିକ ଅହମଦଙ୍କୁ କାହିଁକି ଫୋନ କଲେ ୟୁନୁସ? ପିତାଙ୍କ କବର ସ୍ଥଳକୁ ଯିବେ ‘ଡାର୍କ ପ୍ରିନ୍ସ’

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ସଭାପତି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ୧୭ ବର୍ଷ ପରେ ଗୁରୁବାର...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

୨୦୨୬ର ପ୍ରଥମ ଦିନ ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ: ନଚେତ୍‌ ବର୍ଷସାରା ଗୋଡ଼ାଇବ ଦରିଦ୍ରତା

ନୂଆଦିଲ୍ଲୀ,୨୬।୧୨: ପ୍ରତିବର୍ଷ ଜାନୁଆରୀ ୧ କେବଳ ତାରିଖ ପରିବର୍ତ୍ତନ ନୁହେଁ, ବରଂ ବର୍ଷ ପରିବର୍ତ୍ତନକୁ ମଧ୍ୟ ଚିହ୍ନିତ କରେ। ୨୦୨୬ ନୂତନ ବର୍ଷ ଆସିବାକୁ ଆଉ...

ଜଳସମ୍ପଦ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା, ଆଗାମୀ ଦିନରେ…

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri