ଜୁନାଗଡ଼, ୨୭।୧୧ (ଡି.ଏନ.ଏ.) – କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାବସପୁର ମଣ୍ଡଳସ୍ଥିତ ଚକୁଳି ଗ୍ରାମଠାରେ ଗୁରୁବାର ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ସମ୍ବିଧାନ ପ୍ରଣେତା ଡ. ବି ଆର ଆମ୍ବେଡକରଙ୍କ ଫୋଟୋ ଚିତ୍ରରେ ଫୁଲମାଲ ଦିଆଯାଇ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା। ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟ ସମ୍ପାଦିକା ଶର୍ମିଷ୍ଟା ମେହେର, ମଣ୍ଡଳ ସଭାପତି ବବୃ ବାହାନ ମୁଣ୍ଡ, ବରିଷ୍ଠ ଭାଜପା ନେତା କାଲି ପ୍ରସାଦ ରାୟଗୁରୁ, ମଣ୍ଡଳ ସଂଯୋଜକ କ୍ଷେତ୍ର ମୋହନ ନାଏକ, ସତ୍ୟ ରଞ୍ଜନ ରାଉତ ପ୍ରମୁଖ ଉପସ୍ଥିତ ରହି ବାବା ସାହେବ ଆମ୍ବେଡକରଙ୍କ ଜୀବନୀ ଓ ସମ୍ବିଧାନ ପ୍ରତି ତାଙ୍କର ଅଦାନ ଉପରେ ମତ ପୋଷଣ କରିଥିଲେ। କାର୍ଯ୍ୟକ୍ରମରେ ଭାଜପା ସକ୍ରିୟ କର୍ମୀ ଶମ୍ଭୁ ପ୍ରସାଦ ସାହୁ, ଶରାସେନ ନାଏକ ସମେତ ଅନେକ କର୍ମକର୍ତ୍ତା ଉପସ୍ଥିତ ଥିଲେ।
Posted inଆମ ଜିଲା ଖବର, କଳାହାଣ୍ଡି View All
ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…
କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...
ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର
ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...
ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…
ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...
ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…
ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...
ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…
ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...
ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା
ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...
PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା
ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...
ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ
ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...
Archives


