ବଲାଙ୍ଗୀର ଅଫିସ/ଗୁଡଭେଲା,୨୮ା୧୧(ଡି.ଏନ.ଏ.): ତୁଷରା ତେଲନଦୀ ପୋଲ ଉପରୁ ଶୁକ୍ରବାର ଜଣେ ଦିବ୍ୟାଙ୍ଗ ଯୁବକ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ତେବେ ପୋଲିସ ଟିମ୍ ସମ୍ପକ୍ତ ଯୁବକଙ୍କୁ ନଦୀରୁ ଉଦ୍ଧାର କରିଛି। ପ୍ରେମରେ ବିଫଳ ପରେ ସେ ଏପରି ପଦକ୍ଷେପ ଗ୍ରହଣ କରିଥିବା ଚର୍ଚ୍ଚାର ହେଉଛି । ବଲାଙ୍ଗୀର ଜିଲା ବେଲପଡା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବକ ନିଜର ତିନିଚକିଆ ମୋଟର ସାଇକେଲ (ନଂ.ଓଆର୧୭ଜେ ୬୯୩୬)ରେ ଅପରାହ୍ମ ପ୍ରାୟ ୩ଟାରେ ପୋଲ ଉପରକୁ ଆସି ନଦୀକୁ ଡେଇଁ ପଡିଥିଲେ। ନଦୀରେ କମ୍ ପାଣି ଥିବାରୁ ପୋଲିସ ତାଙ୍କୁ ଉଦ୍ଧାର କରିଥିଲା । ଉଦ୍ଧାର ପରେ ତାଙ୍କୁ ତୁଷରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଛାଡି ଦିଆଯାଇଛି । ସମ୍ପୃକ୍ତ ଯୁବକ କୁଆଡ଼େ ଜଣେ ଯୁବତୀଙ୍କୁ ଭଲ ପାଉଥିଲେ । ହେଲେ ତାଙ୍କ ପରିବାର ଲୋକ ଏଥିରେ ବାଧା ଦେବାରୁ ଏବଂ ସମ୍ପୃକ୍ତ ଯୁବତୀଙ୍କ ବିବାହ ଅନ୍ୟତ୍ର ହୋଇଯାଇଥିବାରୁ ଏହାକୁ ସହି ନ ପାରି ସେ ଆତ୍ମହତ୍ୟା କରିବାକୁ ସ୍ଥିର କରିଥିବା ପୋଲିସକୁ ସୂଚନା ଦେଇଛନ୍ତି ।
Posted inଆମ ଜିଲା ଖବର, ବଲାଙ୍ଗୀର View All
ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ
ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...
ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..
ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...
ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍ କାଟ୍, ଟୟ ଟ୍ରେନ୍, ମ୍ୟୁଜିକାଲ ଫାଉଣ୍ଟେନ୍ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…
ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...
ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ
ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...
ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ
ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...
‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…
କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...
ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…
ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ...
ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…
ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...
Archives


