Posted inଜାତୀୟ

ଲଭ୍‌ ଜିହାଦ ନିରୋଧୀ ଆଇନରେ ପ୍ରଥମ ମାମଲା

ଲକ୍ଷ୍ନୌ, ୩୦।୧୧: ଉତ୍ତରପ୍ରଦେଶର ନୂଆ ଧର୍ମାନ୍ତରୀକରଣ ନିରାକରଣ ଆଇନ (ଲଭ୍‌ ଜିହାଦ ନିରୋଧୀ ଆଇନ)ରେ ରାଜ୍ୟ ପୋଲିସ ଶନିବାର ପ୍ରଥମ ମାମଲା ରୁଜୁ କରିଛି। ରାଜ୍ୟପାଳ ଆନନ୍ଦୀବେନ୍‌ ପଟେଲ ଉତ୍ତରପ୍ରଦେଶ ବେଆଇନ ଧର୍ମାନ୍ତରୀକରଣ ନିଷିଦ୍ଧ ଅଧ୍ୟାଦେଶ, ୨୦୨୦କୁ ମଞ୍ଜୁରୀ ଦେବା ପରେ ଶନିବାରଠାରୁ ତାହା କାର୍ଯ୍ୟକାରୀ ହୋଇଛି। ଜଣେ ହିନ୍ଦୁ ଯୁବତୀଙ୍କୁ ବଳପୂର୍ବକ ଇସ୍‌ଲାମ ଧର୍ମକୁ ପରିବର୍ତ୍ତନ କରାଯାଇଥିବା ତାଙ୍କ ବାପା ଅଭିଯୋଗ ଆଣିଥିଲେ। ଯୁବତୀଙ୍କୁ ଅପହରଣ କରିନେଇଥିବାରୁ ସମ୍ପୃକ୍ତ ଯୁବକଙ୍କ ନାଁରେ ଅନ୍ୟ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri