ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ଜଣ ରହିଥିବା ବେଳେ ଲୋକାଲ କେସ୍ ୨୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୦୭୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୩୦୦୮୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୧୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।
ଭୁବନେଶ୍ୱରରୁ ଆଜି ପୁଣି ୨୮ ପଜିିଟିଭ୍ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍
Posted inHome Left, କରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ
ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ...
ଶୀତରେ ଥରୁଛି କଳାହାଣ୍ଡି
ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...
ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ
ଆଡିଲେଡ୍,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...
୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…
ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...
ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…
ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...
ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍ ପରୀକ୍ଷା
ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...
ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI
ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...
ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ…
ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...
Archives


