Posted inଖେଳ

ସାମ୍ନାକୁ ଆସିଲା କୋହଲିଙ୍କ ରାଗ

କାନବେରା,୨।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ତିନିମ୍ୟାଚ୍‌ ବିଶିଷ୍ଟ ଏକଦିବସୀୟ ସିରିଜ୍‌ ଏବେ ଖେଲାଯାଉଛି। ପ୍ରଥମ ୨ଟି ମ୍ୟାଚ୍‌ ଜିତି ସିରିଜ୍‌ ହାତେଇଛନ୍ତି ଘରୋଇ ଅଷ୍ଟ୍ରେଲିଆ। ଶେଷ ମ୍ୟାଚ୍‌ ଆଜି କାନବେରାରେ ଖେଳାଯାଉଛି। ତେବେ ପ୍ରଥମ ୨ଟି ମ୍ୟାଚ୍‌ ପରାଜୟ ପରେ ଦଳର ଅଧିନାୟକ ବିରାଟ କୋହଲି ରାଗିଯାଇଛନ୍ତି। ସେ ନିଜ ରାଗ ସାଥୀ ଖେଳାଳିଙ୍କ ଉପରେ ସୁଝାଉଥିବା ଦେଖାଯାଇଛି। ଦ୍ୱିତୀୟ ଦିନିକିଆଲେ ଭାରତୀୟ ବୋଲରଙ୍କ ନୈରାଶଜନକ ପ୍ରଦର୍ଶନରେ କୋହଲି ବୋଲର୍‌ଙ୍କ ଉପରେ ରାଗିଯାଇଥିଲେ। ପେସ୍‌ ବୋଲର୍‌ ମହମ୍ମଦ ସାମି, ଜଶପ୍ରୀତ ବୁମ୍‌ରା, ୟୁଜବେନ୍ଦ୍ର ଚହଲ ଏବଂ ରବିନ୍ଦ୍ର ଜାଡେଜାଙ୍କ ଉପରେ କୋହଲି ପଡିଆରେ ରାଗିଯାଉଥିବା ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସେ ପଡିଆରେ ବୋଲରଙ୍କ କ୍ଲାସ ନେଇଥିଲେ। ଗତ ଦୁଇଟି ମ୍ୟାଚ୍‌ରେ ଭାରତ ଯଥାକ୍ରମେ ୬୬ ଏବଂ ୫୧ ରନରେ ପରାସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri