Posted inRasifala

ରାଶିଫଳ: ଶୁକ୍ରବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ
ଆଜି ଦିନଟି ଭଲରେ କଟିବ। ତରବରିଆ ନ ହୋଇ ସ୍ଥିର ପଦକ୍ଷେପ ନେଲେ ଉପକୃତ ହେବେ। ଦୂରଯାତ୍ରାରେ କୌଣସି ବ୍ୟକ୍ତିଙ୍କ ସହ ଅପ୍ରିୟ ସତ କହି ବିରୋଧୀ ହେବେ। ଶିଳ୍ପ, ବାଣିଜ୍ୟ, କ୍ରୀଡା, ସଙ୍ଗୀତ, ଚଳଚ୍ଚିତ୍ରାଦି କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ଅପରାହ୍ନରେ ଆକସ୍ମିକ ଭାବେ ଜଣେ ବ୍ୟକ୍ତିଙ୍କ ସହ ବନ୍ଧୁତା ହେବ।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ରରେ କାର୍ଯ୍ୟାରମ୍ଭର ପରକ୍ଷଣରେ ତାହା ଜଟିଳ ଆଡକୁ ଗତି କରିବ। ରୋହିଣୀ ନକ୍ଷତ୍ରର ଅର୍ଥ, ଭୋଗ ବିଳାସ ମଧ୍ୟରେ ସମୟଟି ଭଲରେ ଅତିବାହିତ ହେବ। ଆନୁଷ୍ଠାନିକ କ୍ଷେତ୍ରରେ କାମ କରିବାର ସୁଯୋଗ ପାଇବା ସଙ୍ଗକୁ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ସକାଳୁ ସକାଳୁ ହଠାତ୍‌ ସାଧାରଣ କଥାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ନ ରହିଲେ ସମସ୍ୟାରେ ପଡ଼ିପାରନ୍ତି। ଆନୁଷ୍ଠାନିକ କାମ ସକାଶେ ତପତ୍ରତା ବଢିପାରେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ମଜାଳିଆ କଥା କହି ମନ ଜିଣିବେ। ଅତି ନିକଟରେ ରହୁଥିବା ମିତ୍ରମାନେ କିଛି ପାଇବା ଆଶାରେ ପ୍ରଶଂସା ଗାଇ ବୁଲିବେ। କ୍ରୀଡ଼ା, କଳା, ସାହିତ୍ୟ, ସାମ୍ବାଦିକତା ତଥା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। କୌଣସି କାମ ସକାଶେ ଇଚ୍ଛା ନ ଥିଲେ ମଧ୍ୟ ପରିବାରରେ ଡରିମରିି କାମ କରିବାକୁ ବାଧ୍ୟ ହୋଇପାରନ୍ତି।
ସି˚ହ
ସି˚ହ
ଅତୀତର ଘଟଣାଗୁଡିକର ସମୀକ୍ଷାଜନିତ କୌଣସି ଅସୁବିଧା ନ ଥାଇ ମଧ୍ୟ ମନ ବିଚଳିତ ହେବ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଋଣ ସୂତ୍ରରେ ଅର୍ଥଲାଭ କରିବେ ଏବଂ ବାଣିଜ୍ୟ, ବ୍ୟବସାୟରେ ଉନ୍ନତି ଘଟିବ। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବାର ସୁଯୋଗ ପାଇପାରନ୍ତି।
କନ୍ୟା
ଭାବୁଥିବା କାମଟି ବିଧିବଦ୍ଧ ଭାବେ ନ କରିବାରୁ ସୁଯୋଗ ହାତଛଡା ହୋଇପାରେ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଉପରିସ୍ଥଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି।
ତୁଳା
ତୁଳା
ସମ୍ପର୍କୀୟଙ୍କ ଶତ୍ରୁତା ଯୋଗୁ ବିଚଳିତବୋଧ କରିବାକୁ ପଡିବ। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିବ। ମାତ୍ର ନିଜକୁ ଟିକେ ନରମି କହିବାକୁ ପଡିପାରେ। ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଆପଣଙ୍କ କାମରେ ସହଯୋଗ କରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ପରିସ୍ଥିତି ଗମ୍ଭୀର ରହିବ ଓ ଅଭାବ ପରିଲକ୍ଷିତ ହେବ।
ବିଛା
ବିଛା
ଲୋକସମ୍ପର୍କ ବୃଦ୍ଧି ପାଇବାରେ ନିଜ ଲୋକ ହଁି ପ୍ରତିବନ୍ଧକ ସୃଷ୍ଟି କରିବେ। ଅଫିସ୍‌ରେ ଥିବା ସମୟରେ ବନ୍ଧୁଙ୍କ ବିଷୟରେ କୌଣସି ଖବର ପାଇ ବିସ୍ମିତ ହେବେ। କର୍ମକ୍ଷେତ୍ରରେ ସରକାରୀ ପଦସ୍ଥ ବ୍ୟକ୍ତିବିଶେଷଙ୍କ ଅନୁକମ୍ପାରୁ ଉପକୃତ ହେବ। ପର କଥାରେ ପଡି ଘର ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ କୌଶଳ ପ୍ରୟୋଗ କରି ନିଜ ପରିସରରେ ପ୍ରତିଷ୍ଠିତ ହେବେ। ବନ୍ଧୁମାନଙ୍କ ଆହ୍ବାନ କ୍ରମେ କୌଣସି ଶୁଭକାର୍ଯ୍ୟରେ ଯୋଗଦେଇପାରନ୍ତି। ରାଜନୀତି, ପ୍ରକାଶନ, ପ୍ରଶାସନ, ଗବେଷଣା ଓ ଆନୁଷ୍ଠାନିକ କାର୍ଯ୍ୟ ପାଇଁ ଦିନଟି ବହୁତ ଭଲ। ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ସଭା ସମିତିରେ ସୁନାମ ଅର୍ଜନ କରିବେ।
ମକର
ମକର
ଆଶା ପୂରଣ ହେବାରେ ଜଣେ ବାଲ୍ୟ ବନ୍ଧୁ ସାହାଯ୍ୟ କରିବେ। ସାଧାରଣ କଥାକୁ କେନ୍ଦ୍ରକରି ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଝଗଡ଼ା ଲାଗିପାରେ। ସଭାସମିତି, ଆଲୋଚନା, ଗଠନମୂଳକ କାମ, ଲେଖାପଢା କ୍ଷେତ୍ରରୁ ଶୁଭଫଳ ପାଇବେ। ମାଙ୍ଗଳିକ ଉତ୍ସବ କିମ୍ବା ସାଂସ୍କୃତିକ ଅନୁଷ୍ଠାନର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି।
କୁମ୍ଭ
କୁମ୍ଭ
ସମସ୍ୟା ସମାଧାନର ରାସ୍ତା ଖୋଜିବାରେ ସମର୍ଥ ହେବେ। ଭୁଲ୍‌ ବୁଝାମଣା ଓ ସନ୍ଦେହ କାରଣରୁ ପରିବାରରେ ବିଶୃଙ୍ଖଳା ଦେଖାଦେଇପାରେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ ଅନ୍ୟଥା ଅଦଳ ବଦଳ ହୋଇଯାଇପାରେ। ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିପାରନ୍ତି।
ମୀନମୀନ
ନିଜେ କଷ୍ଟ ସ୍ବୀକାର କଲେ ମଧ୍ୟ ମିଠା କଥା କହି ସମସ୍ୟାକୁ ସୁଧାରି ନେବେ। ସ୍ବାର୍ଥ ସାଧନର ମସୁଧା କରି ଭଲ୍‌ ସମ୍ପର୍କ ଥିବା ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଅଧିକାଂଶ ସମୟରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। କଳା, ସଂଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନରେ ନିଜକୁ ନିୟୋଜିତ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ମେ ୨ ତାରିଖ – Daily Horoscope

ମେଷ ଚନ୍ଦ୍ର ଧନିଷ୍ଠା ନକ୍ଷତ୍ରସ୍ଥ ଯୋଗୁ ପାରିବାରିକ ସମସ୍ୟା, ପରିବହନରେ ଝଗଡା ଏବଂ କର୍ମକ୍ଷେତ୍ରରେ ବିବାଦର ଆଶଙ୍କା ରହିଛି। ପିଲା ମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ...

ରାଶିଫଳ: ବୁଧବାର, ମେ ୧ ତାରିଖ – Daily Horoscope

ମେଷ ରାଶିରେ ରବିଙ୍କ ସହ ଗୁରୁ ଓ ଶୁକ୍ରଙ୍କ ସଂଯୋଗ କାର୍ଯ୍ୟସିଦ୍ଧି ସହ ସମ୍ମାନଜନକ ସ୍ଥିତିରେ ଅବସ୍ଥାପିତ କରିବ। ସାଂଗଠନିକ ସ୍ଥିତି ସୁଦୃଢ଼ ରହିବା ସହ...

ରାଶିଫଳ: ମଙ୍ଗଳବାର , ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ଆପଣ ସାଧାରଣ ସ୍ଥିତିରୁ ଅସାଧାରଣ ସ୍ଥିତିରେ ଉପନୀତ ହେବାର ସୁଯୋଗ ପ୍ରାପ୍ତ କରିବେ। ଏପରିକି ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ...

ରାଶିଫଳ: ସୋମବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଆଜି ନବମସ୍ଥ ଚନ୍ଦ୍ର ହେତୁ ପଡ଼ୋଶୀ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହ ଆମତ୍ୀୟତା ବେଶ୍‌ ଜମିବ। ବନ୍ଧୁଙ୍କ ସହ ଧାରକରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ...

ରାଶିଫଳ: ରବିବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଆଜି ନିଜ ରାଶି ଓ ଦ୍ୱାଦଶ ସ୍ଥାନରେ ଏକାଧିକ ଗ୍ରହ ଅବସ୍ଥାନ କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ରହିବ। ଅଫିସ୍‌ କାମରୁ ଜମା ଫୁରୁସତ୍‌...

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri