Posted inଜାତୀୟ

ତାମିଲନାଡୁ ଜଳ ସଙ୍କଟକୁ ନେଇ ସରକାରଙ୍କ ବିରୋଧରେ ଡିଏମ୍‌କେର ପ୍ରଦର୍ଶନ

ଚେନ୍ନାଇ,୨୪।୬: ତାମିଲନାଡୁ ଏବେ ଉତ୍କଟ ଜଳ ସମସ୍ୟାର ସମ୍ନା କରୁଛି। ସବୁଠାରୁ ବେଶୀ ଜଳ ସଙ୍କଟର ସାମ୍ନା କରୁଛନ୍ତି ଚେନ୍ନାଇବାସୀ। ଏହି ସମସ୍ୟାକୁ ନେଇ ଦ୍ରାଭିଡ ମୁନେତ୍ର କଡଗମ(ଡିଏମ୍‌କେ)ର ନେତା ଓ କର୍ମୀ ସରକାରଙ୍କ ବିରୋଧରେ ପ୍ରଦର୍ଶନ ଜାରି ରଖିଛନ୍ତି। ଏଥିରେ ଡିଏମ୍‌କେ ଅଧ୍ୟକ୍ଷ ଏମ୍‌ କେ ଷ୍ଟାଲିନ ମଧ୍ୟ ଯୋଗ ଦେଇଛନ୍ତି। ଅନ୍ୟପଟେ ଦଳର ଏମ୍‌ପି ଟି. ଆର୍‌. ବାଲୁ ମଧ୍ୟ ତାମିଲନାଡୁ ଜଳ ସଙ୍କଟକୁ ନେଇ ଲୋକ ସଭାରେ ନୋଟିସ୍‌ ଦେଇଛନ୍ତି। ସୂଚନାଯୋଗ୍ୟ, ଶନିବାର ଡିଏମ୍‌କେ ପକ୍ଷରୁ ଏହି ଜଳ ସଙ୍କଟ ସମସ୍ୟାକୁ ନେଇ ସାରା ରାଜ୍ୟରେ ବିରୋଦ ପ୍ରଦର୍ଶନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri