ପ୍ରତି ଶନିବାର ହାଇକୋର୍ଟ ସମେତ ସବୁ କୋର୍ଟ ବନ୍ଦ

କଟକ ଅଫିସ, ୪ା୧୨- ଚଳିତ ମାସର ପ୍ରତି ଶନିବାର କୋର୍ଟ କାର୍ଯ୍ୟ ବନ୍ଦ ରହିବ। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ନିଷ୍ପତ୍ତିକ୍ରମେ ହାଇକୋର୍ଟ ଏହି ବିଜ୍ଞପ୍ତି ଜାରି କରିଛନ୍ତି। ଏହି ନିୟମ ଓଡ଼ିଶାର ସମସ୍ତ କୋର୍ଟ ଓ ଟ୍ରିବୁନାଲ ପାଇଁ ସମାନ ଭାବେ ବଳବତ୍ତର ରହିବ। କେବଳ ଡିସେମ୍ବର ପାଇଁ ପରୀକ୍ଷାମୂଳକ ଭାବେ ଏହି ନିୟମ ଲାଗୁ କରାଯାଇଥିବାବେଳେ ଅନ୍ୟ ମାସଗୁଡିକ ପାଇଁ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ଦିଆଯାଇଛି। ସୂଚନାଥାଉ କି, କରୋନା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିମାସରେ ଗାଇଡ୍‌ଲାଇନ୍‌ ଜାରି କରାଯାଉଛି। ତଦନୁଯାୟୀ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀରେ ୪୦ ଡେଇଁଲା ତାତି

ଭୁବନେଶ୍ୱର,୩।୫: ୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀ ଭୁବନେଶ୍ୱରରେ ତାତି ୪୦ ଡିଗ୍ରୀ ଡେଇଁଛି। ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ...

ଓଡିଶା ଆସୁଛନ୍ତି ମୋଦି, ୫ରେ ୩ବଡ଼ ନେତାଙ୍କ ହାଇଭୋଲଟେଜ ପ୍ରଚାର

ଭୁବନେଶ୍ୱରଳ,୩।୫: ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ଥିବାବେଳେ ଜୋରଦାର ପ୍ରଚାର ପାଇଁ ଲାଗି ପଡିଛନ୍ତି ୩ ଦଳ। ଅନ୍ୟପଟେ ଦଳର ହେଭିଓ୍ବେଟ ନେତା ବ୍ୟାକ୍‌...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

କଂଗ୍ରେସ ଶାସନକୁ ଆସିଲେ ଚାଷୀଙ୍କ ଋଣଛାଡ଼, ମହିଳାଙ୍କୁ ମାସିକ ମିଳିବ ୮,୫୦୦ ଟଙ୍କା: ଓଡ଼ିଶାରେ ରାହୁଲଙ୍କ ୫ ଗ୍ୟାରେଣ୍ଟି

ଭୁବନେଶ୍ୱର,୩।୫: ଶୁକ୍ରବାର ରାୟଗଡ଼ା ସମାବେଶକୁ ଭର୍ଚୁଆଲ ମୋଡରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଜନସଭାରେ ଓଡ଼ିଶାବାସୀଙ୍କୁ ୫ ଗ୍ୟାରେଣ୍ଟି କଥା କହିଛନ୍ତି। କଂଗ୍ରେସ...

ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବେ ଖାରବେଳ, କଲେ ଘୋଷଣା

ଭୁବନେଶ୍ୱର,୩।୫: ବାଲେଶ୍ୱର ସଂସଦୀୟ କ୍ଷେତ୍ରରୁ ସ୍ବାଧୀନ ଭାବେ ନିର୍ବାଚନ ଲଢିବାକୁ ଘୋଷଣା କଲେ ଖାରବେଳ ସ୍ବାଇଁ। ବାଲେଶ୍ୱରରୁ ଭାଜପା ଟିକେଟ୍‌ ପାଇଁ ଖାରବେଳ ଆଶାୟୀ ଥିଲେ।...

ଜୋରଦାର ହେବ ବାରବାଟୀ-କଟକ ନିର୍ବାଚନ ଲଢ଼େଇ

କଟକ, ୩ା୫(ଶିଳ୍ପା ପ୍ରିୟଦର୍ଶିନୀ):ନିର୍ବାଚନକୁ ମାତ୍ର ଅଳ୍ପଦିନ ବାକି ରହିଥିବାବେଳେ ସରଗରମ ହେବାରେ ଲାଗିଛି କଟକ ରାଜନୀତି। ଏପରି କି ସମସ୍ତ ନିର୍ବାଚନମଣ୍ଡଳୀ ଅପେକ୍ଷା ଏବେ ରୋଚକ...

ନାମାଙ୍କନପତ୍ର ଦାଖଲ କଲେ ଦୀପାଳି

ଭୁବନେଶ୍ୱର,୩।୫: ଝାରସୁଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଶନିବାର ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସରବାହଲରୁ ବହୁ ସମର୍ଥକଙ୍କୁ ନେଇ ବିରାଟ...

ଶନିବାର ଓଡ଼ିଶା ଆସିବେ ଜୟଶଙ୍କର

ଭୁବନେଶ୍ୱର,୩।୫: ଶନିବାର ଓଡ଼ିଶା ଆସିବେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର। ବୈଦେଶିକ ମନ୍ତ୍ରୀ ୪ ଓ ୫ ଦୁଇଦିନ ରହିବେ। ଭୁବନେଶ୍ୱର, କଟକ ଏବଂ ସମ୍ବଲପୁରରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri