ନୂଆଦିଲ୍ଲୀ, ୫ା୧୨ (ପି.ଟି.)-କୋଭିଡ୍ ଟେଷ୍ଟରେ ନେଗେଟିଭ ଆସିବା ପରେ ସର୍ବିୟାରେ ହେବାକୁଥିବା ଆଗାମୀ ବିଶ୍ୱକପ୍ରେ ରେସ୍ଲର ନରସିଂହ ଯାଦବଙ୍କ ଅଂଶଗ୍ରହଣ ଶୁକ୍ରବାର ସ୍ପଷ୍ଟ ହୋଇଛି। ଡୋପିଂ ପାଇଁ ୪ ବର୍ଷ ବାସନ୍ଦ ଦଣ୍ଡ ଭୋଗି ସାରିବା ପରେ ପ୍ରତିଯୋଗିତମୂଳକ ରେସ୍ଲିଂକୁ ଫେରିବେ ଏହି ଭାରତୀୟ ରେସ୍ଲର। ୭୪କେଜି ଶ୍ରେଣୀରେ ଜିତେନ୍ଦର କିନ୍ହାଙ୍କ ସ୍ଥାନରେ ନରସିଂହଙ୍କୁ ଭାରତୀୟ ଦଳରେ ସ୍ଥାନ ମିଳିଥିଲା। ମାତ୍ର କୋଭିଡ୍ ଟେଷ୍ଟରେ ପଜିଟିଭ ପରେ ପ୍ରତିଯୋଗିତାରେ ଅଂଶଗ୍ରହଣ ନେଇ ସନ୍ଦେହ ସୃଷ୍ଟି ହୋଇଥିଲା। ଡିସେମ୍ବର ୧୪ରେ ସେ ପୁରୁଷ ଫ୍ରିଷ୍ଟାଇଲ ଦଳ ସହ ବେଲଗ୍ରେଡ୍ ଗସ୍ତ କରିବେ ବୋଲି ରେସ୍ଲିଂ ଫେଡେରେଶନ ଅଫ୍ ଇଣ୍ଡିଆ(ଡବ୍ଲ୍ୟୁଏଫ୍ଆଇ) ସୂଚନା ଦେଇଛି। ସର୍ବିୟାରେ ଭଲ ପ୍ରଦର୍ଶନ ନେଇ ନରସିଂହ ଆଶାବାଦୀ। ବଜରଙ୍ଗ ପୁନିଆ ଓ ଭିନେଶ ଫୋଗତଙ୍କ ସମେତ ବହୁ ଟପ୍ ରେସଲର ଇଭେଣ୍ଟରୁ ଓହରିଯାଇଛନ୍ତି। କିନ୍ତୁ ନରସିଂହଙ୍କ ଅଂଶଗ୍ରହଣ ଯୋଗୁ ଡିସେମ୍ବର ୧୨ରୁ ୧୮ପର୍ଯ୍ୟନ୍ତ ହେବାକୁଥିବା ବିଶ୍ୱକପ୍ରେ ଭାରତର ପଦକ ସମ୍ଭାବନା ଦେଖା ଦେଇଛି।
ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି
କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...
ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ
ଆଡିଲେଡ୍,୨୧ା୧୨: ସ୍ଥାନୀୟ ଆଡିଲେଡ୍ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...
IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ
ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...
ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…
ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...
ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...
ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ
ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...
ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ
ଆଡିଲେଡ୍,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...
ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ
ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...
Archives


