ସହରର ଉନ୍ନତି ନେଇ ବିଧାୟକଙ୍କ ସହ ଆଲୋଚନା କଲେ ଦଳୀୟ ନେତୃବୃନ୍ଦ

ଗଞ୍ଜାମ,୬ା୧୨(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ପୋତାଗଡ଼ଠାରେ ରବିବାର ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଦଳୀୟ ନେତୃବୃନ୍ଦଙ୍କ ସହ ଦଳୀୟ ସଂଗଠନ ଓ ବିଭିନ୍ନ ଉନ୍ନୟନ କାର୍ଯ୍ୟ ଉପରେ ଆଲୋଚନା କରିଥିଲେ। ଆସନ୍ତା ସପ୍ତାହରେ ଘର ପଟ୍ଟା ବଣ୍ଟନ କରାଯିବା ପାଇଁ ପ୍ରଶାସନ ସ୍ତରରେ ଆଲୋଚନା ହୋଇଥିବା ବିଧାୟକ ସୂଚନା ଦେଇଥିଲେ l କଲ୍ୟାଣ ମଣ୍ଡପ ନିର୍ମାଣ କାର୍ଯ୍ୟ ଖୁବ୍‌ଶୀଘ୍ର ଟେଣ୍ଡର କରାଯାଇ କାମ ଆରମ୍ଭ ହେବ ବୋଲି ବିଧାୟକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏଥିରେ ନଗର ସଭାପତି ପି.ରାଜୁ ରେଡ୍ଡୀ, ପୂର୍ବତନ ଏମ୍‌ପି ପ୍ରତିନିଧି ସୁଧୀର କୁମାର ପାଢ଼ୀ, ବଣିକ ସଂଘ ସଭାପତି ଗୌରୀ ଶଙ୍କର ବାରିକ ପୂର୍ବତନ ଉପନଗରପାଳ ନୀଳାଞ୍ଚଳ ବାରିକ୍‌, ଏନ୍‌ଏସି ନିର୍ବାଚନ ଅଧିକାରୀ ଦାୟିତ୍ୱରେ ଥିବା ଯୁବନେତା ରାକେଶ ରଞ୍ଜନ ଦାସ, ମନୋଜ ପ୍ରଧାନ, ଜିତୁ ପଣ୍ଡା, ସୀମାଞ୍ଚଳ ସାହୁ, ଗୁଗୁନା ବାରିକଙ୍କ ସମେତ ବହୁ ଦଳୀୟ ନେତୃବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧାବସ୍ଥାରେ ଜୀବନଟା କଷ୍ଟଦାୟକ: ନଞ୍ଜାଙ୍କୁ ମିଳୁଛି କମ ଭତ୍ତା, ଦୁଇଓଳା ଦୁଇମୁଠା ଖାଇବା…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ବୟସ ଥିବା ସମୟରେ ଜୀବନଟା ସେତେଟା କଷ୍ଟ ଲାଗେନି କିନ୍ତୁ ବୃଦ୍ଧାବସ୍ଥା ଶରୀରକୁ ରୋଗକ୍ରାନ୍ତ କରିପକାଏ। ଏଭଳି କିଛି ଦୃଶ୍ୟ...

ଆଖିବୁଜା ଗୁଳିମାଡ଼ କଲେ ଦୁର୍ବୃତ୍ତ, ଚାଲିଗଲା ୧୦ ଜଣଙ୍କ ଜୀବନ

କେପଟାଉନ୍‌,୨୧ା୧୨: ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ ହୋଇଛି। ଫଳରେ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଦୁର୍ବୃତ୍ତମାନେ ଗୁଳିମାଡ଼ କରି ଫେରାର ହୋଇଯାଇଥିବାବେଳେ ପୋଲିସ ଛାନ୍‌ଭିନ୍‌...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ନିଜ ଜାଲରେ କେମିତି ପଡ଼ିଲା ପାକିସ୍ତାନ? ଆମେରିକା ସହ ବନ୍ଧୁତା ପରେ ଫସିଗଲା ପାକ୍‌!

ଇସଲାମାବାଦ,୨୧।୧୨: ପାକିସ୍ତାନ ବର୍ତ୍ତମାନ ଆମେରିକା ସହିତ ତା’ର ବନ୍ଧୁତାକୁ ମଜବୁତ କରିବାକୁ ଚେଷ୍ଟା କରୁଛି। ଏହି ସମୟରେ, ଆମେରିକା ଗାଜାକୁ ଶାନ୍ତିସେନା ପଠାଇବା ପାଇଁ ପାକିସ୍ତାନ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri