Posted inଜାତୀୟ

ଅନ୍ନଦାତାଙ୍କ ଆନ୍ଦୋଳନକୁ ସଫଳ କରିବାକୁ ଆହ୍ୱାନ ଦେଲେ ରାହୁଲ, ପ୍ରିୟଙ୍କା

ନୂଆଦିଲ୍ଲୀ,୮ ।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି କୃଷକମାନେ ଆନ୍ଦୋଳନ ଚଲାଇଥିବା ବେଳେ ମଙ୍ଗଳବାର ଭାରତ ବନ୍ଦ ଡାକରା ଦେଇଛନ୍ତି । ଏହି ଅବସରରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ, ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ବହୁ ବରିଷ୍ଠ କଂଗ୍ରେସ ନେତା କୃଷକଙ୍କ ଏହି ସଂଘର୍ଷକୁ ସଫଳ କରିବାକୁ ଆହ୍ୱାନ ଦେଇଛନ୍ତି । ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଦ୍ଦେଶ୍ୟରେ ଏକ ଟୁଇଟ୍ କରି ଲେଖଛନ୍ତି, ମୋଦି ଜୀ କୃଷକଙ୍କଠାରୁ ଚୋରୀ କରିବା ବନ୍ଦ କରନ୍ତୁ । ସମସ୍ତ ଦେଶବାସୀ ଜାଣିଛନ୍ତି ଆଜି ଭାରତ ବନ୍ଦ । ଏହାର ପୂର୍ଣ୍ଣ ସମର୍ଥନ କରି ଆମ ଅନ୍ନଦାତାଙ୍କ ସଂଘର୍ଷକୁ ସଫଳ କରନ୍ତୁ । ସେହିପରି ପ୍ରିୟଙ୍କା ବିରୋଧ ପ୍ରଦର୍ଶନ କରୁଥିବା କୃଷକଙ୍କୁ ସମର୍ଥନ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ ଯେଉଁ କୃଷକ ପରିଶ୍ରମ କରି ଆମ ଥାଳି ଭରଣା କରୁଛନ୍ତି, ସେହି କୃଷକଙ୍କୁ ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ନିଜର ଅରବପତି ବନ୍ଧୁଙ୍କ ଥାଳି ଭରଣା କରୁଛନ୍ତି । ପ୍ରିୟଙ୍କା କହିଛନ୍ତି ଏହି ସଂଘର୍ଷ ଆପଣଙ୍କ ଥାଳି ଓ ଅରବପତିଙ୍କ ଥାଳି ଭରଣାର କଥା । ତେଣୁ ଦେଶବାସୀ ଆଗେଇ ଆସନ୍ତୁ ଓ କୃଷକଙ୍କୁ ସହଯୋଗ କରନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri