Posted inଜାତୀୟ

କରୋନା ଟିକାକରଣରେ ହେବ ମୋବାଇଲ ଟେକ୍ନୋଲୋଜିର ବ୍ୟବହାର: ମୋଦି

ନୂଆଦିଲ୍ଲୀ,୮ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଇଣ୍ଡିଆନ ମୋବାଇଲ କଂଗ୍ରେସ(ଆଇଏମ୍‌ସି)୨୦୨୦କୁ ସମ୍ବୋଧନ କରିବା ଅବସରରେ ଦେଶରେ ୫ଜି ଟେକ୍‌ନିକ୍‌କୁ ଠିକ୍ ସମୟରେ ଲଞ୍ଚ କରିବା ପାଇଁ ମିଳିମିଶି କାମ କରିବାକୁ ଆହ୍ୱାନ ଦେଇଛନ୍ତି । ସେ କହିଛନ୍ତି ଏହା ଚିନ୍ତା କରିବା ଓ ଏହି ଯୋଜନାକୁ ପ୍ରସ୍ତୁତ କରିବା ମହତ୍ୱପୂର୍ଣ୍ଣ ହେବ ଯେ ଆମେ ଆଗାମୀ ପ୍ରଦ୍ୟୋଗିକ କ୍ରାନ୍ତି ସହ ଜୀବନକୁ କେମିତି ଆହୁରି ଭଲ ଭାବେ ବିତାଇ ପାରିଛେ । ଆଇଏମସି ୨୦୨୦ର ଆୟୋଜନ ଭାରତ ସରକାରଙ୍କ ଦୂର ସଂଚାର ବିଭାଗ ଓ ସେଲ୍ୟୁଲର ଅପରେଟର୍ସ ଆସୋସିଏଶନ ଅଫ୍ ଇଣ୍ଡିଆ(ସିଓଏଆଇ)ଦ୍ୱାରା କରାଯାଇଥିଲା । ଏହା ୮-୧୦ ଡିସେମ୍ବର ପର୍ଯ୍ୟନ୍ତ ଚାଲିବ । ଅନ୍ୟପଟେ କରୋନା ମହାମାରୀକୁ ନେଇ ବିକଶିତ କରାଯାଉଥିବା ଟିକା ଖୁବଶୀଘ୍ର ଉବଲବ୍ଧ ହେବା ସମ୍ମାବନା ଥିବା ବେଳେ ମୋଦି କହିଛନ୍ତି କୋଭିଡ-୧୯ ଟିକାକରଣ ଅଭିଯାନରେ ମୋବାଇଲ ଟେକ୍ନୋଲୋଜିର ବ୍ୟବହାର କରାଯିବ । ଏହାଦ୍ୱାରା ଅରବ ଡଲାର ଲାଭ ସହ ଲାଭାର୍ଥି ପର୍ଯ୍ୟନ୍ତ ସଫଳତାର ସହ ଏହା ପହଞ୍ଚିବ । ତେଣୁ ମୋବାଇଲ ଟେକ୍ନୋଲୋଜି ଦ୍ୱାରା ହିଁ ଦେଶରେ କୋଭିଡ-୧୯ ଟିକାକରଣ ଆଗକୁ ବଢି ପାରିବ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri