ରାଜ୍ୟରେ ପୁଣି ୩୪୩ କରୋନା ପଜିଟିଭ୍‌ ଚିହ୍ନଟ, ୫ ମୃତ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ରାଜ୍ୟରେ ପୁଣି ୩୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୨ ହଜାର ୬୪୩ରେ ପହଞ୍ଚିଛି। ଗୁରୁବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡ ଜିଲାରୁ ସର୍ବାଧିକ ୪୧ଜଣ ଥିବା ଜଣାପଡିଛି। ସେହିପରି ମୟୁରଭଞ୍ଜ ୨୦, ବରଗଡ ୧୮, ଭଦ୍ରକ ୪, ବାଲେଶ୍ୱର ୧୭, ଯାଜପୁର ୮, କେନ୍ଦ୍ରାପଡା ୮, କୋରାପୁଟ ୧, ଜଗତସିଂହପୁର ୧୩, ଢେଙ୍କାନାଳରୁ ୩, ଝାରସୁଗୁଡା ୮, ସମ୍ବଲପୁର ୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହପରି ରାଜ୍ୟରେ ଗୁରୁବାର କରୋନା ଆଉ ୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୭୮୯କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ୫ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବଲାଙ୍ଗhୀର ଏବଂ ଖୋର୍ଦ୍ଧାରୁ ଜଣେ ଲେଖାଏ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri