ହାତୀ ଆକ୍ରମଣରେ ବୃଦ୍ଧ ମୃତ

 

ଦେବଗଡ଼, ୧୨।୧୨(ଡି.ଏନ୍‌.ଏ.)- ଦେବଗଡ଼ ଜିଲା ତିଲେଇବଣି ବ୍ଲକ ଅନ୍ତର୍ଗତ ବାବୁରୀକାନୀ ଗ୍ରାମରେ ଶୁକ୍ରବାର ଅପରାହ୍ନରେ ହାତୀ ଆକ୍ରମଣରେ କମାର କିଷାନ (୭୦) ନାମକ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଅପରାହ୍ନ ୫ଟାରେ କମାର ଶୌଚ ନିମନ୍ତେ ଘର ପଛପଟେ ଥିବା ଜଙ୍ଗଲକୁ ଯାଇଥିଲେ। ଏହି ସମୟରେ ଏକ ଜଙ୍ଗଲୀ ହାତୀ ଆସି କମାରଙ୍କୁ ପାଦରେ ଦଳି ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ସୂଚନାପାଇ ଦେବଗଡ଼ ବନଖଣ୍ଡ ଅଧିକାରୀ କ୍ଷମା ଷଡ଼ଙ୍ଗୀଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ବନସଂରକ୍ଷକ ସମୀର ତିର୍କୀ ସଦଳବଳ ସେଠାକୁ ଯାଇ ପରିସ୍ଥିତି ଅନୁଧ୍ୟାନ କରିଥିଲେ। କୁଣ୍ଢେଇଗୋଲା ଥାନା ପୋଲିସ ମଧ୍ୟ ସେଠାରେ ପହଞ୍ଚି ତଦନ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

ଦେବଗଡ ବନ୍ଦ ପ୍ରସଙ୍ଗ : ଆନ୍ଦୋଳନର ନେତୃତ୍ୱ ନେବ ଜିଲା ମହିଳା ଏକତା ମଞ୍ଚ

ଦେବଗଡ, ୧୫ା୧୨ (ଶଶାଙ୍କ ଶେଖର ଝାଙ୍କର):ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ କୋଠାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟ ସେବା ଦାବିରେ ଜିଲା ଯୁବ ଏକତା ମଞ୍ଚ ପକ୍ଷରୁ...

ଥାନାରେ କୀଟନାଶକ ଔଷଧ ଖାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ସ୍ବାମୀଙ୍କ ଅନ୍ୟତ୍ର ବିବାହ ପ୍ରସ୍ତୁତି ଖବର ପାଇ..

ଦେବଗଡ, ୧୨।୧୨ (ଶଶାଙ୍କ ଶେଖର ଝାଙ୍କର): ଅଭିଯୋଗ କରିବାକୁ ଆସିଥିବା ମହିଳା ଦେବଗଡ ଥାନା ଭିତରେ ବିଷ ଖାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ପୋଲିସ...

ଜଙ୍ଗଲକୁ ଟେକିନେଇ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କଲେ ୪୩ ବର୍ଷୀୟ ବ୍ୟକ୍ତି, ଧରାପଡିବା ପରେ…

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଲଇମୁରା ଥାନା ଅଞ୍ଚଳରେ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି...

ଘରକୁ ଡାକି ବଳାତ୍କାର କରିଥିଲେ ବୃଦ୍ଧ, ହେଲା ଆଜୀବନ କାରାଦଣ୍ଡ

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ନାବାଳିକା ବଳାତ୍କାର ମାମଲାର ବିଚାରକରି ଅତିରିକ୍ତ ଦୌରାଜଜ୍‌ ତଥା ସ୍ବତନ୍ତ୍ର ଜଜ୍‌ ଜଣେ ବୃଦ୍ଧଙ୍କୁ ଗୁରୁବାର ଆଜୀବନ କାରାଦଣ୍ଡ ସହ ୧୦,୦୦୦...

ଶୋଇଥିଲେ ଘର ଲୋକ, ଫାଟିଲା ସିଲିଣ୍ଡର: ଆଉ ତା’ପରେ ଘଟିଲା…

ଦେବଗଡ,୯।୧୨(ଶଶାଙ୍କ ଶେଖର ଝାଙ୍କର)ଦେବଗଡ ଜିଲ୍ଲା ବାରକୋଟ ବ୍ଲକ ସଦର ରେ ଗ୍ୟାସ ସିଲିଣ୍ଡର ଫାଟି ବ୍ୟାପକ କ୍ଷୟକ୍ଷତି, ଅଳ୍ପକେ ବର୍ତ୍ତିଲେ ପରିବାର। ଦେବଗଡ ଜିଲା ବାରକୋଟ...

ନିଖୋଜ ଯୁବକଙ୍କ ମୃତଦେହ ଠାବ, ପଥର ବାନ୍ଧି ନାଳରେ ଫିଙ୍ଗାଯାଇଥିବା ଅନୁମାନ

ଦେବଗଡ,୪।୧୨( ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଟାଇଁସିରା ଯୌତୁକନାଳରେ ନିଖୋଜ ଯୁବକଙ୍କ ମୃତଦେହ ଠାବ ହୋଇଥିବା ବେଳେ ହତ୍ୟା ସନ୍ଦେହ ବୋଲି କୁହାଯାଉଛି। ମୃତଦେହଟି...

ଶୌଚ ପାଇଁ ଯାଇଥିବା ବେଳେ ହାତୀ ହାବୁଡରେ ପଡିଗଲେ ବୃଦ୍ଧବୃଦ୍ଧା, ତା’ପରେ…

ଦେବଗଡ଼,୪।୧୨ (ଶଶାଙ୍କ ଶେଖର ଝାଙ୍କର): ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଥିବାବେଳେ ବୃଦ୍ଧା ଗୁରୁତର ହୋଇଛନ୍ତି। ରିଆମାଳ ରେଞ୍ଜ ଜୁରାଡଙ୍ଗା ଗ୍ରାମରେ ଗୋଠ ଛଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri