Posted inଖେଳ

ଡି’କକ୍‌ ଦକ୍ଷିଣ ଆଫ୍ରିକା ଟେଷ୍ଟ ଅଧିନାୟକ

ଜୋହାନ୍ସବର୍ଗ, ୧୨ା୧୨ (ପି.ଟି.)- ଆଗାମୀ ଶ୍ରୀଲଙ୍କା ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଉଇକେଟକିପର ବ୍ୟାଟ୍ସମ୍ୟାନ କ୍ୱିଣ୍ଟନ ଡି’କକ୍‌ଙ୍କୁ ଦକ୍ଷିଣ ଆଫ୍ରିକା ଟେଷ୍ଟ ଦଳର ଅଧିନାୟକ ଭାବେ ମନୋନୀତ କରାଯାଇଛି। ୧୬ ଜଣିଆ ଦଳରେ ୩ଜଣ ନୂଆ ଖେଳାଳି ଓପନର ସାରେଲ ଏରଓ୍ବି, ଉଇକେଟକିପର ବ୍ୟାଟ୍ସମ୍ୟାନ କାଇଲ୍‌ ଭେରିନେ ଏବଂ ମିଡିୟମ ପେସ୍‌ବୋଲର ଗ୍ଲେଣ୍ଟନ ଷ୍ଟୁର୍‌ମ୍ୟାନଙ୍କୁ ସ୍ଥାନ ମିଳିଛି। ସୀମିତ ଓଭର ଅଧିନାୟକ ଡି’କକ୍‌ଙ୍କୁ ୨୦୨୦-୨୧ ସିଜନ ପାଇଁ ସାମୟିକ ଭାବେ ଟେଷ୍ଟ ଦଳର ଅଧିନାୟକ କରାଯାଇଛି। ସ୍ଥାୟୀ ଅଧିନାୟକ ପରେ ଘୋଷଣା ଯିବ। ଡି’କକ୍‌ଙ୍କ ଅଧୀନରେ ଦକ୍ଷିଣ ଆଫ୍ରିକା ତିନୋଟି ସିରିଜ ଯଥାକ୍ରମେ ଶ୍ରୀଲଙ୍କା, ପାକିସ୍ତାନ ଓ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳିବ ବୋଲି ଜାତୀୟ ସିଲେକ୍ସନ ପ୍ୟାନେଲ ମୁଖ୍ୟ ଭିକ୍ଟର ଏମ୍‌ପିଟ୍‌ସାଙ୍ଗ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

କୋହଲିଙ୍କ ପ୍ରଶଂସକଙ୍କୁ ଲାଗିଲା ବଡ଼ ଝଟ୍‌କା: ଆଉ ଦେଖିପାରିବେନି…

ବେଙ୍ଗାଲୁରୁ,୨୩।୧୨: ବିଜୟ ହଜାରେ ଟ୍ରଫି ପୂର୍ବରୁ ବେଙ୍ଗାଲୁରୁର କ୍ରିକେଟ ପ୍ରେମୀଙ୍କ ପାଇଁ ନିରାଶାଜନକ ଖବର ଆସିଛି। ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଉ ଏମ. ଚିନ୍ନାସ୍ବାମୀ...

ଶୁଭମନ ଗିଲ ଏବଂ ଚୟନକର୍ତ୍ତାଙ୍କ ମଧ୍ୟରେ ହୋଇଥିଲା ବଡ଼ ଚୁକ୍ତି, ଅଧିନାୟକ ଭାବରେ ଫେରିବେ ଓପନର, ହେଲେ କିଏ ଥିଲେ ଏହାର ମଧ୍ୟସ୍ଥି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟର ପାୱାର କରିଡରରେ ପୁଣି ଥରେ ଏକ ବଡ଼ ହଇଚଇ ସୃଷ୍ଟି ହୋଇଛି। ଶୁବମନ ଗିଲଙ୍କ ନାମ ଅଧିନାୟକତ୍ୱ, ରାଜନୀତି ଏବଂ ବିଶ୍ୱସନୀୟତାର...

ଏହି କ୍ରିକେଟର୍‌ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର

ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି।...

ପାକିସ୍ତାନୀଙ୍କୁ ଔକାତ୍‌ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ, ରାଗିଗଲେ ନକ୍‌ଭି, ICC ନିକଟରେ କରିବେ ଅଭିଯୋଗ

ନୂଆଦିଲ୍ଲୀ,୨୩।୧୨: ପାକିସ୍ତାନ ୧୯ ବର୍ଷରୁ କମ୍‌ ଏସିଆ କପ ଫାଇନାଲରେ ଭାରତ ବିପକ୍ଷରେ ବିଜୟୀ ହୋଇଛି। ରବିବାର ମ୍ୟାଚ ସମୟରେ ଦଳର ପରାମର୍ଶଦାତା ସରଫରାଜ ଅହମ୍ମଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri