ସୁନ୍ଦରଗଡ ଜିଲା ଓକିଲ ସଂଘ ନିର୍ବାଚନ: କମଳ ସେନ୍‌ ସଭାପତି ନିର୍ବାଚିତ

ସୁନ୍ଦରଗଡ,୧୪।୧୨ (ଡି.ଏନ୍‌.ଏ) -ବରିଷ୍ଠ ଆଇନ୍‌ଜୀବୀ କମଳ ଲୋଚନ ସେନ୍‌ ସୁନ୍ଦରଗଡ ଜିଲା ଓକିଲସଂଘ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଓଡିଶା ଉଚ୍ଚନ୍ୟାୟାଳୟଙ୍କ ନିର୍ଦ୍ଦେଶ ଅନୁଯାୟୀ ନିର୍ବାଚନ ପ୍ରକ୍ରିୟା ଶନିବାର ଶେଷ ହୋଇଛି । ପୂର୍ବରୁ ସଭାପତି ପଦବୀକୁ ଛାଡି ଅନ୍ୟ ପଦବୀ ଗୁଡିକରେ ପ୍ରାର୍ଥୀ ମାନେ ନିର୍ବାଚିତ ହୋଇଥିଲେ । ଶନିବାର ସଭାପତି ପଦବୀ ସକାଶେ ମତଦାନ ହୋଇଥିଲା। କମଳ ଲୋଚନ ସେନ ଓ ଗଜେନ୍ଦ୍ର ପାତ୍ର ଏହି ପଦବୀରେ ପ୍ରତିଦ୍ୱନ୍ଦିତା କରିଥିଲେ । ସଂଘର ୧୧୫ଜଣ ସଦସ୍ୟ ମତଦାନ କରିଥିଲେ। ସେଥିମଧ୍ୟରୁ ଗଜେନ୍ଦ୍ର ପାତ୍ରଙ୍କ ସପକ୍ଷରେ ୨୮ଖଣ୍ଡ ଭୋଟ ପଡିଥିବା ବେଳେ କମଳଲୋଚନ ସେନଙ୍କ ସପକ୍ଷରେ ୮୪ଖଣ୍ଡ ଭୋଟ ପଡିଥିଲା। ବରିଷ୍ଠ ଆଇନ୍‌ଜୀବୀ ସେନ୍‌ ୮୪ଖଣ୍ଡ ଭୋଟ ପାଇ ନିଜର ନିକଟତମ ପ୍ରତିଦ୍ୱନ୍ଦୀ ଗଜେନ୍ଦ୍ର ପାତ୍ରଙ୍କୁ ୫୬ଖଣ୍ଡ ଭୋଟରେ ପରାସ୍ତ କରି ବିଜୟୀ ହୋଇଛନ୍ତି। ଭୋଟ ଗଣତି ବେଳେ ୩ଖଣ୍ଡ ଭୋଟ ନାକଚ ହୋଇଛି । ବରିଷ୍ଠ ଆଇନଜୀବୀ ନବୀ ଇମାମ ନିର୍ବାଚନ ଅଧିକାରୀ ଭାବେ ନିର୍ବାଚନ ପରିଚାଳନା କରିଥିବା ବେଳେ ଗଣେଶ କୁମାର ନାଏକ ଓ ବୀରେନ୍ଦ୍ର କୁମାର ପ୍ରସାଦ ସହକାରୀ ନିର୍ବାଚନଅଧିକାରୀ ଭାବେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁକୁଡ଼ାଫାର୍ମ ଗନ୍ଧରେ ଅତିଷ୍ଠ ବସ୍ତିବାସିନ୍ଦା

ରାଉରକେଲା,୫ା୫(ବିପ୍ଲବ ରଞ୍ଜନ ଦାଶ)ରାଉରକେଲା ମହାନଗର ନିଗମ ଓ୍ବାର୍ଡ ନଂ. ୪ରେ ଥିବା ପ୍ରଧାନପାଲି ବସ୍ତି ନିକଟରେ କୁକୁଡ଼ାଫାର୍ମ ରହିଛି। ଫଳରେ ବସ୍ତି ପରିବେଶ ପ୍ରଦୂଷିତ ହେଉଥିବା...

ତର୍କରା ଡ୍ୟାମ୍‌ରେ ଗାଧୋଇଲା ବେଳେ ଅଘଟଣ: ୨ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା,୪ା୫(ସଙ୍ଗୀତା ଜେନା): ରଘୁନାଥପାଲୀ ଥାନା ଜଲଦା ଫାଣ୍ଡି ଅନ୍ତର୍ଗତ ତର୍କରା ଡ୍ୟାମ୍‌ ଶନିବାର ଅପରାହ୍ନରେ ଗାଧୋଇବାକୁ ଯାଇ ୨ ଜଣ ଯୁବକଙ୍କ ସଲୀଲ ସମାଧୀ ଘଟିଥିବା...

ଓଭରହେଡ୍‌ କେବୁଲ ତାର ମୁକ୍ତ ଅଭିଯାନ ବାଟବଣା

ରାଉରକେଲା,୩ା୫(ବିପ୍ଲବ ରଞ୍ଜନ ଦାଶ): ସ୍ମାର୍ଟ ସିଟି ରାଉରକେଲା ଓଭରହେଡ୍‌ କେବୁଳ ମୁକ୍ତ ସହର ହେବ ବୋଲି ନିଷ୍ପତ୍ତି ନିଆଗଲା। ମାତ୍ରା ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ...

ବୀରମିତ୍ରପୁରରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତଙ୍କ ଭଉଣୀ

କୁଆଁରମୁଣ୍ଡା,୨।୫(ମହେନ୍ଦ୍ର କୁମାର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ତଥା ଜେଏମ୍‌ଏମ ନେତ୍ରୀ ଅଞ୍ଜନୀ ସୋରେନ ଗୁରୁବାର ରାତିରେ ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛନ୍ତି। ଏହି...

ସୁନ୍ଦରଗଡ଼ ଲୋକ ସଭା ଆସନ ପାଇଁ ଜନାର୍ଦ୍ଦନ ଦେହୁରୀଙ୍କ ନାମାଙ୍କନପତ୍ର ଦାଖଲ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ଆସନ୍ତା ୨୦ ତାରିଖରେ ସୁନ୍ଦରଗଡ଼ ଜିଲାରେ ହେବ ଭୋଟ୍‌ ଗ୍ରହଣ। ଏଥି ନିମନ୍ତେ ବୁଧବାର ଥିବା ପ୍ରାର୍ଥିପତ୍ର ଦାଖଲର ଚତୁର୍ଥ ଦିବସ। ଏହି...

ଯୋଗେଶ ସିଂହଙ୍କ ନିର୍ବାଚନୀ ପ୍ରଚାର

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ବିଧାୟକ ପ୍ରାର୍ଥୀ ଯୋଗେଶ କୁମାର ସିଂହ ବୁଧବାର ଲେଫ୍ରିପଡ଼ା ବ୍ଲକ ଅନ୍ତର୍ଗତ ବଡ଼ବଙ୍ଗା...

ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଅନିଲ ବରୁଆ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ଅନିଲ ବରୁଆ ବୁଧବାର ନିଜର ନାମାଙ୍କନପପତ୍ର ଦାଖଲ କରିଛନ୍ତି। ଅନିଲ ସୁନ୍ଦରଗଡ଼ ଅତିରିକ୍ତ ଜିଲାପାଳ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ନାଏକ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ ବୁଧବାର ପ୍ରାର୍ଥିପତ୍ର ଦାଖଲର ଚତୁର୍ଥ ଦିବସରେ ସୁନ୍ଦରଗଡ଼ ବିଧାନସଭା ଆସନ ପାଇଁ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri