Posted inଜାତୀୟ

କେନ୍ଦ୍ର ସରକାର ମମତାଙ୍କ ମଧ୍ୟରେ ବଢୁଛି ଦୂରତା

ନୂଆଦିଲ୍ଲୀ,୧୪ ।୧୨: ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାର ସୋମବାର ରାଜ୍ୟର ପ୍ରମୁଖ ସଚିବ ଓ ଡିଜିିପିଙ୍କୁ ଜବାବ ମାଗିଛି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ । ସୋମବାର ଦିନ ୧୨ଟା ୧୫ରେ ମନ୍ତ୍ରଣାଳୟ ପହଞ୍ଚିବାକୁ ସେମାନଙ୍କୁ କୁହାଯାଇଛି । ହେଲେ ଏହି ଦୁଇ ଅଧିକାରୀ ମନ୍ତ୍ରଣାଳୟରେ ପହଞ୍ଚି ନ ଥିବା ଜଣାପଡିଛି । ଏହାପୂର୍ବରୁ ମୁଖ୍ୟସଚିବ କେନ୍ଦ୍ର ସ୍ୱରାଷ୍ଟ୍ର ବିଭାଗ ସଚିବ ଅଜୟ ଭଲ୍ଲାଙ୍କୁ ପହଞ୍ଚି ନ ପାରିବା କଥା ଲେଖିଥିଲେ । ଏହାକୁ ଦେଖି ଏବେ ଅନୁମାନ କରାଯାଉଛି କି ଏହାଦ୍ୱାରା ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ପ୍ରଶାସନିକ ଓ ଆଇନ ଯୁଦ୍ଧ ଆରମ୍ଭ ହୋଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri